Online Bible

- Reklamy -




୨ କରିନ୍ଥୀୟ 4:14 - ପବିତ୍ର ବାଇବଲ

14 କାରଣ ଆମ୍ଭେ ଜାଣୁ ଯେ, ଯେଉଁ ପରମେଶ୍ୱର ଯୀଶୁଙ୍କୁ ମୃତ୍ୟୁର ପୁନରୁ‌ତ୍‌‌ଥିତ କଲେ, ସେ ଆମ୍ଭକୁ ମଧ୍ୟ ଯୀଶୁଙ୍କ ସହ ପୁନରୁ‌ତ୍‌‌ଥିତ କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 କାରଣ ଆମ୍ଭେମାନେ ଜାଣୁ, ପ୍ରଭୁ ଯୀଶୁଙ୍କୁ ଯେ ଉଠାଇଲେ, ସେ ଆମ୍ଭମାନଙ୍କୁ ମଧ୍ୟ ଯୀଶୁଙ୍କ ସହିତ ଉଠାଇବେ ଓ ତାହାଙ୍କ ଛାମୁରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ କରିବେ।

Viz kapitola kopírovat

ଓଡିଆ ବାଇବେଲ

14 କାରଣ ଆମ୍ଭେମାନେ ଜାଣୁ, ପ୍ରଭୁ ଯୀଶୁଙ୍କୁ ଯେ ଉଠାଇଲେ, ସେ ଆମ୍ଭମାନଙ୍କୁ ମଧ୍ୟ ଯୀଶୁଙ୍କ ସହିତ ଉଠାଇବେ ଓ ତାହାଙ୍କ ଛାମୁରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ ରହିବେ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

14 ଆମେ ଜାଣୁ, ଈଶ୍ୱର ପ୍ରଭୁ ଯୀଶୁଙ୍କୁ ମୃତ୍ୟୁରୁ ଜୀବତ କରି ଅଛନ୍ତି। ସେହି ଈଶ୍ୱର, ଯୀଶୁଙ୍କ ସହିତ ଆମକୁ ମଧ୍ୟ ଜୀବିତ କରିବେ ଓ ତୁମ୍ଭମାନଙ୍କ ସହିତ ଆମକୁ ତାଙ୍କ ସମୀପକୁ ନେଇ ଯିବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 କାରଣ ଆମ୍ଭେମାନେ ଜାଣୁ, ପ୍ରଭୁ ଯୀଶୁଙ୍କୁ ଯେ ଉଠାଇଲେ, ସେ ଆମ୍ଭମାନଙ୍କୁ ମଧ୍ୟ ଯୀଶୁଙ୍କ ସହିତ ଉଠାଇବେ ଓ ତାହାଙ୍କ ଛାମୁରେ ତୁମ୍ଭମାନଙ୍କ ସହିତ ଉପସ୍ଥିତ କରିବେ।

Viz kapitola kopírovat




୨ କରିନ୍ଥୀୟ 4:14

Následuj nás:

Reklamy


Reklamy