୨ କରିନ୍ଥୀୟ 4:18 - ପବିତ୍ର ବାଇବଲ18 ଆମ୍ଭର ଆଖି ଦୃଶ୍ୟ ବିଷୟ ଗୁଡ଼ିକ ଉପରେ ନ ରହି, ଅଦୃଶ୍ୟ ବିଷୟ ଉପରେ କେନ୍ଦ୍ରୀଭୂତ ହେଉ। କାରଣ ଯାହା ଆମ୍ଭକୁ ଦେଖା ଯାଉଛି, ତାହା ଅସ୍ଥାୟୀ, ଓ ଯାହା ଅଦୃଶ୍ୟ, ତାହା ସମ୍ପୂର୍ଣ୍ଣ ଚିରସ୍ଥାୟୀ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଯେଣୁ ଆମ୍ଭେମାନେ ଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ କରୁଅଛୁ; କାରଣ ଦୃଶ୍ୟ ବିଷୟ କ୍ଷଣକାଳସ୍ଥାୟୀ, କିନ୍ତୁ ଅଦୃଶ୍ୟ ବିଷୟ ଅନନ୍ତ-କାଳସ୍ଥାୟୀ। Viz kapitolaଓଡିଆ ବାଇବେଲ18 ଯେଣୁ ଆମ୍ଭେମାନେ ଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ କରୁଅଛୁ; କାରଣ ଦୃଶ୍ୟ ବିଷୟ କ୍ଷଣକାଳସ୍ଥାୟୀ, କିନ୍ତୁ ଅଦୃଶ୍ୟ ବିଷୟ ଅନନ୍ତକାଳସ୍ଥାୟୀ । Viz kapitolaପବିତ୍ର ବାଇବଲ (CL) NT (BSI)18 ଆମର ଦୃଷ୍ଟି ଦୃଶ୍ୟମାନ କୌଣସି ବସ୍ତୁ ଉପରେ ନୁହେଁ, ମାତ୍ର ଅଦୃଶ୍ୟ ବସ୍ତୁ ଉପରେ ନିବନ୍ଧ, କାରଣ ଦୃଶ୍ୟମାନ ସବୁ କିଛି କ୍ଷଣସ୍ଥାୟୀ, କିନ୍ତୁ ଯାହା ଅଦୃଶ୍ୟ, ତାହା ଚିରସ୍ଥାୟୀ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଯେଣୁ ଆମ୍ଭେମାନେ ଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ କରୁଅଛୁ; କାରଣ ଦୃଶ୍ୟ ବିଷୟ କ୍ଷଣକାଳସ୍ଥାୟୀ, କିନ୍ତୁ ଅଦୃଶ୍ୟ ବିଷୟ ଅନନ୍ତକାଳସ୍ଥାୟୀ। Viz kapitola |