୨ କରିନ୍ଥୀୟ 4:4 - ପବିତ୍ର ବାଇବଲ4 ଅବିଶ୍ୱାସୀମାନଙ୍କ ମନକୁ ଜଗତପତି ଶୟତାନ ଅନ୍ଧ କରି ଦେଇଛି। ତେଣୁ ସେମାନେ ଖ୍ରୀଷ୍ଟଙ୍କର ସୁସମାଗ୍ଭରର ଆଲୋକ ଦେଖି ପାରନ୍ତି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଈଶ୍ଵରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହିପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥିନିମନ୍ତେ ଏହି ଜଗତ୍ପତି ଅବିଶ୍ଵାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି। Viz kapitolaଓଡିଆ ବାଇବେଲ4 ଈଶ୍ୱରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥି ନିମନ୍ତେ ଏହି ଜଗତ୍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି । Viz kapitolaପବିତ୍ର ବାଇବଲ (CL) NT (BSI)4 ସେମାନେ ବିଶ୍ୱାସ କରିନ୍ତି ନାହିଁ, କାରଣ ସେମାନଙ୍କ ମନକୁ ଏହି ଜଗତର ଦେବତା ଅନ୍ଧ କରି ଦେଇଛି। ଫଳରେ ଈଶ୍ୱରଙ୍କ ପ୍ରତିମୂର୍ତ୍ତିର୍ ଖ୍ରୀଷ୍ଟଙ୍କ ମହିମାନ୍ୱିତ ସୁସମାଚାରର ଦୀପ୍ତି ସେମାନଙ୍କ ନିକଟରେ ପ୍ରତିଭାତ ହୁଏ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଈଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥିନିମନ୍ତେ ଏହି ଜଗତ୍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି। Viz kapitola |