୨ କରିନ୍ଥୀୟ 5:12 - ପବିତ୍ର ବାଇବଲ12 ଆମ୍ଭେ ତୁମ୍ଭମାନଙ୍କ ଆଗରେ ନିଜର ପ୍ରଶଂସା କରୁ ନାହୁଁ। ବରଂ ଆମ୍ଭେ ତୁମ୍ଭମାନଙ୍କୁ ସୁଯୋଗ ଦେଉଛୁ ଯେପରି ଆମ୍ଭ ପାଇଁ ତୁମ୍ଭେମାନେ ଗର୍ବ ଅନୁଭବ କରି ପାରିବ। ତା'ହେଲେ ପ୍ରତ୍ୟକ୍ଷ ଦିଶୁଥିବା ବିଷୟ ଗୁଡ଼ିକ ପାଇଁ ଗର୍ବ କରୁଥିବା ଲୋକକୁ ତୁମ୍ଭେମାନେ ଉତ୍ତର ଦେଇ ପାରିବ। ସେ ଲୋକମାନେ ଜଣକର ହୃଦୟରେ କ’ଣ ଅଛି, ତହିଁ ପାଇଁ ସେମାନେ ମନୋଯୋଗ କରନ୍ତି ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଆମ୍ଭେମାନେ ପୁନର୍ବାର ତୁମ୍ଭମାନଙ୍କ ନିକଟରେ ଆତ୍ମପ୍ରଶଂସା କରୁ ନାହୁଁ, କିନ୍ତୁ ଯେଉଁମାନେ ଆନ୍ତରିକ ବିଷୟରେ ଦର୍ପ ନ କରି ବାହ୍ୟ ବିଷୟରେ ଦର୍ପ କରନ୍ତି, ସେମାନଙ୍କୁ ଯେପରି ଉତ୍ତର ଦେଇ ପାର, ଏଥିନିମନ୍ତେ ଆମ୍ଭମାନଙ୍କ ସପକ୍ଷରେ ଦର୍ପ କରିବା ନିମନ୍ତେ ତୁମ୍ଭମାନଙ୍କୁ ସୁଯୋଗ ଦେଉଅଛୁ। Viz kapitolaଓଡିଆ ବାଇବେଲ12 ଆମ୍ଭେମାନେ ପୁନର୍ବାର ତୁମ୍ଭମାନଙ୍କ ନିକଟରେ ଆତ୍ମପ୍ରଶଂସା କରୁ ନାହୁଁ, କିନ୍ତୁ ଯେଉଁମାନେ ଆନ୍ତରିକ ବିଷୟରେ ଦର୍ପ ନ କରି ବାହ୍ୟ ବିଷୟରେ ଦର୍ପ କରନ୍ତି, ସେମାନଙ୍କୁ ଯେପରି ଉତ୍ତର ଦେଇପାରୁ, ଏଥି ନିମନ୍ତେ ଆମ୍ଭମାନଙ୍କ ସପକ୍ଷରେ ଦର୍ପ କରିବା ନିମନ୍ତେ ତୁମ୍ଭମାନଙ୍କୁ ସୁଯୋଗ ଦେଉଅଛୁ । Viz kapitolaପବିତ୍ର ବାଇବଲ (CL) NT (BSI)12 ଆମେ ଆଉ ଥରେ ତୁମ୍ଭମାନଙ୍କ ନିକଟରେ ଆମୂବଡ଼ିମା କରିବାରୁ ଚାହୁଁ ନାହୁଁ। ବରଂ ଆମ ସମ୍ପର୍କରେ ଯଥାର୍ଥରେ ଦର୍ପ କରିବା ପାଇଁ ତୁମ୍ଭମାନଙ୍କୁ ସୁଯୋଗ ଦେବା ଆମର ଉଦ୍ଦେଶ୍ୟ। ତା’ହେଲେ, ଅନ୍ତରର ଗୁଣ ନ ଦେଖି କେବଳ ବାହ୍ୟିକ ଆଡ଼ମ୍ବର ଲକ୍ଷ୍ୟ କରି ଯେଉଁମାନେ ଦର୍ପ କରନ୍ତି, ସେମାନଙ୍କୁ ତୁମ୍ଭେମାନେ ଉପଯୁକ୍ତ ଉତ୍ତର ଦେଇ ପାରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଆମ୍ଭେମାନେ ପୁନର୍ବାର ତୁମ୍ଭମାନଙ୍କ ନିକଟରେ ଆତ୍ମପ୍ରଶଂସା କରୁ ନାହୁଁ, କିନ୍ତୁ ଯେଉଁମାନେ ଆନ୍ତରିକ ବିଷୟରେ ଦର୍ପ ନ କରି ବାହ୍ୟ ବିଷୟରେ ଦର୍ପ କରନ୍ତି, ସେମାନଙ୍କୁ ଯେପରି ଉତ୍ତର ଦେଇପାରୁ, ଏଥିନିମନ୍ତେ ଆମ୍ଭମାନଙ୍କ ସପକ୍ଷରେ ଦର୍ପ କରିବା ନିମନ୍ତେ ତୁମ୍ଭମାନଙ୍କୁ ସୁଯୋଗ ଦେଉଅଛୁ। Viz kapitola |