୨ କରିନ୍ଥୀୟ 5:15 - ପବିତ୍ର ବାଇବଲ15 ଖ୍ରୀଷ୍ଟ ସମସ୍ତଙ୍କ ପାଇଁ ମରିବାର ଉଦ୍ଦେଶ୍ୟ ହେଉଛି ଯେ ଯେଉଁ ଲୋକମାନେ ଜୀବିତ, ଏହା ପରେ ସେମାନେ ନିଜ ପାଇଁ ଜୀବିତ ନ ରୁହନ୍ତି, ବରଂ ଯିଏ ମରି ଯାଇଥିଲେ ଓ ପୁନର୍ବାର ସେମାନଙ୍କ ପାଇଁ ଉତ୍ଥିତ ହେଲେ, ସେହି ଖ୍ରୀଷ୍ଟଙ୍କ ପାଇଁ ଜୀବିତ ରୁହନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣା ଆପଣା ନିମନ୍ତେ ଜୀବନ ଯାପନ ନ କରି ବରଂ ଯେ ସେମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍ଥିତ ହେଲେ, ତାହାଙ୍କ ନିମନ୍ତେ ଜୀବନ ଯାପନ କରନ୍ତି। Viz kapitolaଓଡିଆ ବାଇବେଲ15 ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣା ଆପଣା ନିମନ୍ତେ ଜୀବନ ଯାପନ ନ କରି ବରଂ ଯେ ସେମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍ଥିତ ହେଲେ, ତାହାଙ୍କ ନିମନ୍ତେ ଜୀବନ ଯାପନ କରନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)15 ସେ ସମସ୍ତଙ୍କ ପାଇଁ ମୃତ୍ୟବରଣ କରି ଥିବାରୁ ଯେଉଁମାନେ ଜୀବିତ ଅଛନ୍ତି, ସେମାନେ ଆଉ ନିଜ ପାଇଁ ଜୀବନଧାରଣ ନ କରି ତାଙ୍କ ପାଇଁ ବଞ୍ôଚବେ, କାରଣ କେବଳ ସେମାନଙ୍କ ପାଇଁ ସେ ମରି ପୁନର୍ଜୀବିତ ହୋଇ ଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ ସେ ସମସ୍ତଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ଯେପରି ଯେଉଁମାନେ ଜୀବିତ, ସେମାନେ ଆଉ ଆପଣା ଆପଣା ନିମନ୍ତେ ଜୀବନଯାପନ ନ କରି ବରଂ ଯେ ସେମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ ଓ ଉତ୍ଥିତ ହେଲେ, ତାହାଙ୍କ ନିମନ୍ତେ ଜୀବନଯାପନ କରନ୍ତି। Viz kapitola |