୨ କରିନ୍ଥୀୟ 5:20 - ପବିତ୍ର ବାଇବଲ20 ସେ ଆମ୍ଭ ମାଧ୍ୟମରେ ପୃଥିବୀର ଲୋକମାନଙ୍କୁ ଡାକୁଛନ୍ତି। ଯେତେବେଳେ ଆମ୍ଭେ ତୁମ୍ଭମାନଙ୍କୁ ପରମେଶ୍ୱରଙ୍କ ସହିତ ପୁନର୍ମିଳିତ ହେବା ପାଇଁ ଅନୁରୋଧ କରୁ, Viz kapitolaପବିତ୍ର ବାଇବଲ (Re-edited) - (BSI)20 ଅତଏବ, ଈଶ୍ଵର ଆମ୍ଭମାନଙ୍କ ଦ୍ଵାରା ଆହ୍ଵାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଈଶ୍ଵରଙ୍କ ସହିତ ସମ୍ମିଳିତ ହୁଅ। Viz kapitolaଓଡିଆ ବାଇବେଲ20 ଅତଏବ, ଈଶ୍ୱର ଆମ୍ଭମାନଙ୍କ ଦ୍ୱାରା ଆହ୍ୱାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଈଶ୍ୱରଙ୍କ ସହିତ ସମ୍ମିଳିତ ହୁଅ । Viz kapitolaପବିତ୍ର ବାଇବଲ (CL) NT (BSI)20 ସୁତରାଂ ଆମେ ଖ୍ରୀଷ୍ଟଙ୍କ ସପକ୍ଷରେ ଏ କଥା କହୁଛୁ। ସ୍ୱୟଂ ଈଶ୍ୱର ଆମ ସ୍ୱାରା ଏହି ଆହ୍ନାନ ଦେଇଛନ୍ତି ବୋଲି ମନେ କରିବାକୁ ହେବ। ଖ୍ରୀଷ୍ଟଙ୍କ ପକ୍ଷରୁ ଆମେ ବିନତି କରୁଛୁଳ ଈଶ୍ୱରଙ୍କ ସହିତ ପୁନର୍ମିଳିତ ହୁଅ, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଅତଏବ, ଈଶ୍ବର ଆମ୍ଭମାନଙ୍କ ଦ୍ୱାରା ଆହ୍ୱାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଈଶ୍ବରଙ୍କ ସହିତ ସମ୍ମିଳିତ ହୁଅ। Viz kapitola |