୨ କରିନ୍ଥୀୟ 5:5 - ପବିତ୍ର ବାଇବଲ5 ପରମେଶ୍ୱର ଆମ୍ଭକୁ ଏଥିପାଇଁ ପ୍ରସ୍ତୁତ କରିଛନ୍ତି, ଓ ସେ ଯାହା ପ୍ରତିଜ୍ଞା କରିଥିଲେ ତାହା ଆମ୍ଭକୁ ପ୍ରଦାନ କରିବେ ବୋଲି ଆତ୍ମା ଏଥିର ସାକ୍ଷ୍ୟ ଦିଏ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଆଉ ଯେ ଏଥିନିମନ୍ତେ ଆମ୍ଭମାନଙ୍କୁ ପ୍ରସ୍ତୁତ କରିଅଛନ୍ତି, ସେ ଈଶ୍ଵର, ସେ ଆମ୍ଭମାନଙ୍କୁ ବଇନା ସ୍ଵରୂପେ ଆତ୍ମା ମଧ୍ୟ ଦାନ କରିଅଛନ୍ତି। Viz kapitolaଓଡିଆ ବାଇବେଲ5 ଆଉ ଯେ ଏଥି ନିମନ୍ତେ ଆମ୍ଭମାନଙ୍କୁ ପ୍ରସ୍ତୁତ କରିଅଛନ୍ତି, ସେ ଈଶ୍ୱର, ସେ ଆମ୍ଭମାନଙ୍କୁ ବଇନା ସ୍ୱରୂପେ ଆତ୍ମା ମଧ୍ୟ ଦାନ କରିଅଛନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)5 ଈଶ୍ୱର ଆମକୁ ଏହି ପ୍ରତିଭୂ ସ୍ୱରୂପ ତାଙ୍କର ପବିତ୍ରଆତ୍ମାଙ୍କୁ ସେ ଆମକୁ ଦାନ କରିଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଆଉ ଯେ ଏଥିନିମନ୍ତେ ଆମ୍ଭମାନଙ୍କୁ ପ୍ରସ୍ତୁତ କରିଅଛନ୍ତି, ସେ ଈଶ୍ବର, ସେ ଆମ୍ଭମାନଙ୍କୁ ବଇନା ସ୍ୱରୂପେ ପବିତ୍ର ଆତ୍ମା ମଧ୍ୟ ଦାନ କରିଅଛନ୍ତି। Viz kapitola |