୨ କରିନ୍ଥୀୟ 6:12 - ପବିତ୍ର ବାଇବଲ12 ତୁମ୍ଭମାନଙ୍କ ପ୍ରତି ଆମ୍ଭର ପ୍ରେମ ପ୍ରଦର୍ଶନ ଆମ୍ଭେ ବନ୍ଦ କରି ନାହୁଁ। କିନ୍ତୁ ତୁମ୍ଭେମାନେ ଆମ୍ଭ ପ୍ରତି ପ୍ରେମ ପ୍ରଦର୍ଶନ ବନ୍ଦ କରି ଦେଇଛ। Viz kapitolaପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ସ୍ନେହ ସଙ୍କୁଚିତ ନୁହେଁ, କିନ୍ତୁ ତୁମ୍ଭମାନଙ୍କର ସ୍ନେହ ସଙ୍କୁଚିତ। Viz kapitolaଓଡିଆ ବାଇବେଲ12 ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ସ୍ନେହ, କିନ୍ତୁ ତୁମ୍ଭମାନଙ୍କର ସ୍ନେହ ସଙ୍କୁଚିତ । Viz kapitolaପବିତ୍ର ବାଇବଲ (CL) NT (BSI)12 ଆମେ ତୁମ ପ୍ରତି ରୁଦ୍ଧ-ହୃଦୟ ହୋଇ ନାହୁଁ, ବରଂ ତୁମମାନଙ୍କ ହୃଦୟ ଆମ ପଅତି ରୁଦ୍ଧ ହେେଇଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ସ୍ନେହ ସଙ୍କୁଚିତ ନୁହେଁ, କିନ୍ତୁ ତୁମ୍ଭମାନଙ୍କର ସ୍ନେହ ସଙ୍କୁଚିତ। Viz kapitola |