Online Bible

- Reklamy -




୨ କରିନ୍ଥୀୟ 6:14 - ପବିତ୍ର ବାଇବଲ

14 ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, ତୁମ୍ଭେମାନେ ତାହାଙ୍କ ସହିତ ସମାନ ନୁହଁ। ଅତଏବ ସେମାନଙ୍କ ସହିତ ଯୋଗ ଦିଅ ନାହିଁ। ଭଲ ଓ ମନ୍ଦ ଏକାଠି ରୁହନ୍ତି ନାହିଁ। ଆଲୋକ ଓ ଅନ୍ଧକାର ମଧ୍ୟରେ କି ସହଭାଗିତା ଅଛି?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ଅବିଶ୍ଵାସୀମାନଙ୍କ ସହିତ ଅସମାନ ରୂପେ ଯୋଚା ନ ଯାଅ, କାରଣ ଧର୍ମ ଓ ଅଧର୍ମ ମଧ୍ୟରେ କି ସହଯୋଗିତା? ଅବା ଅନ୍ଧକାର ସହିତ ଆଲୋକର କି ସହଭାଗିତା?

Viz kapitola kopírovat

ଓଡିଆ ବାଇବେଲ

14 ଅବିଶ୍ୱାସୀମାନଙ୍କ ସହିତ ଅସମାନ ରୂପେ ଯୋଚା ନ ଯାଅ, କାରଣ ଧର୍ମ ଓ ଅଧର୍ମ ମଧ୍ୟରେ କି ସହଯୋଗିତା ? ଅବା ଅନ୍ଧକାର ସହିତ ଆଲୋକର କି ସହଭାଗିତା ?

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

14 ତୁମ୍ଭେମାନେ ଅବିଶ୍ୱାସୀ ସଙ୍ଗେ ସମଭାବେ କାର୍ଯ୍ୟ କରିବା ପାଇଁ ଚେଷ୍ଟା କର ନାହିଁ। ଏହା କଦାପି ହୋଇପାରିବ ନାହିଁ ଧର୍ମ ଓ ଅଧର୍ମର ମେଳ କେଉଁଠି? ଆଲୋକ ଓ ଅନ୍ଧାକାର କିପରି ଏକତ୍ର ରହିବେ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଅବିଶ୍ୱାସୀମାନଙ୍କ ସହିତ ଅସମାନ ରୂପେ ଯୋଚା ନ ଯାଅ, କାରଣ ଧର୍ମ ଓ ଅଧର୍ମ ମଧ୍ୟରେ କି ସହଭାଗିତା? ଅବା ଅନ୍ଧକାର ସହିତ ଆଲୋକର କି ସହଭାଗିତା?

Viz kapitola kopírovat




୨ କରିନ୍ଥୀୟ 6:14

Následuj nás:

Reklamy


Reklamy