୨ କରିନ୍ଥୀୟ 6:16 - ପବିତ୍ର ବାଇବଲ16 ପରମେଶ୍ୱରଙ୍କ ମନ୍ଦିର ଓ ମୂର୍ତ୍ତିଗୁଡ଼ିକ ମଧ୍ୟରେ ଚୁକ୍ତି ହୋଇ ପାରିବ ନାହିଁ, କାରଣ ଆମ୍ଭେ ହେଉଛୁ ପରମେଶ୍ୱରଙ୍କ ମନ୍ଦିର। ଯେପରି ପରମେଶ୍ୱର କହିଛନ୍ତି: “ମୁଁ ସେମାନଙ୍କ ସହିତ ରହିବି ଓ ସେମାନଙ୍କ ସହିତ ଗ୍ଭଲିବି, ମୁଁ ସେମାନଙ୍କର ପରମେଶ୍ୱର ହେବି ଓ ସେମାନେ ମୋର ଲୋକ ହେବେ।” Viz kapitolaପବିତ୍ର ବାଇବଲ (Re-edited) - (BSI)16 ପ୍ରତିମା ସହିତ ଈଶ୍ଵରଙ୍କ ମନ୍ଦିରର କି ସମ୍ଵନ୍ଧ? କାରଣ ଆମ୍ଭେମାନେ ଜୀବିତ ଈଶ୍ଵରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ଵର କହିଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ଵର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ। Viz kapitolaଓଡିଆ ବାଇବେଲ16 ପ୍ରତିମା ସହିତ ଈଶ୍ୱରଙ୍କ ମନ୍ଦିରର କି ସମ୍ବନ୍ଧ ? କାରଣ ଆମ୍ଭେମାନେ ଜୀବିତ ଈଶ୍ୱରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ୱର କହିଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ୱର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ । Viz kapitolaପବିତ୍ର ବାଇବଲ (CL) NT (BSI)16 ଈଶ୍ୱରଙ୍କ ମନ୍ଦିରରେ କିପରି ପ୍ରତିମାର ପ୍ରତିଷ୍ଟା ହେଇପାରେ? ଆମେମାନେ ତ ଜୀବନ୍ତ ଈଶ୍ବରଙ୍କ ମନ୍ଦିର, କାରଣ ଈଶ୍ୱର ନିଜେ କହି ଅଛନ୍ତି, “ମୋର ଲୋକମାନଙ୍କ ସହିତ ମୁଁ ବାସ କରିବି ଓ ସେମାନଙ୍କ ମଧ୍ୟରେ ବିଚରଣ କରିବି; ମୁଁ ସେମାନଙ୍କ ଈଶ୍ୱର ହେବି ଓ ସେମାନେ ମୋର ନିଚ ଲୋକ ହେବେ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପ୍ରତିମା ସହିତ ଈଶ୍ବରଙ୍କ ମନ୍ଦିରର କି ସମ୍ବନ୍ଧ? କାରଣ ଆମ୍ଭେମାନେ ଜୀବିତ ଈଶ୍ବରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ବର କହିଅଛନ୍ତି, “ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ବର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ।” Viz kapitola |