୨ କରିନ୍ଥୀୟ 6:17 - ପବିତ୍ର ବାଇବଲ17 “ସେଥିପାଇଁ ସେ ଲୋକମାନଙ୍କୁ ଛାଡ଼ି ବାହାରି ଆସ ସେମାନଙ୍କଠାରୁ ନିଜକୁ ଅଲଗା କରି ରଖ, ଯାହା ଅଶୁଦ୍ଧ, ତାହାକୁ ଛୁଅଁ ନାହିଁ, ତା'ହେଲେ ମୁଁ ତୁମ୍ଭମାନଙ୍କୁ ଗ୍ରହଣ କରିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ଏଣୁ ପ୍ରଭୁ ଏହା କହନ୍ତି, “ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ୍ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା,” Viz kapitolaଓଡିଆ ବାଇବେଲ17 ଏଣୁ ପ୍ରଭୁ ଏହା କହନ୍ତି, "ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ୍ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା,'' Viz kapitolaପବିତ୍ର ବାଇବଲ (CL) NT (BSI)17 ତେଣୁ ପ୍ରଭୁ କହନ୍ତି, ସେମାନଙ୍କ ମଧ୍ୟରୁ ତୁମେ ବାହାର ଆସ, ସେମାନଙ୍କଠାରୁ ନିଚକୁ ଗ୍ରହଣ କରିବି, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଏଣୁ ପ୍ରଭୁ ଏହା କହନ୍ତି, “ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା” Viz kapitola |