୨ କରିନ୍ଥୀୟ 6:18 - ପବିତ୍ର ବାଇବଲ18 “ମୁଁ ତୁମ୍ଭମାନଙ୍କର ପିତା ହେବି ଓ ତୁମ୍ଭେମାନେ ମୋ’ ପୁଅ ଓ ଝିଅ ହେବ ସର୍ବଶକ୍ତିମାନ ପ୍ରଭୁ ଏହା କୁହନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)18 ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି, ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି। Viz kapitolaଓଡିଆ ବାଇବେଲ18 ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି,ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି । Viz kapitolaପବିତ୍ର ବାଇବଲ (CL) NT (BSI)18 ମୁଁ ତୁମ୍ଭମାନଙ୍କର ପିତା ହେବି, ଆଉ ତୁମ୍ଭମାନନେ ହେବ ମୋର ପୁତ୍ରକନ୍ୟା, ସର୍ବଶକ୍ତିମାନ ପ୍ରଭୁ ଏହି କଥା କହନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 “ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି, ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି।” Viz kapitola |