Online Bible

- Reklamy -




୨ କରିନ୍ଥୀୟ 6:8 - ପବିତ୍ର ବାଇବଲ

8 କେତେକ ଲୋକ ଆମ୍ଭକୁ ସମ୍ମାନ ଦିଅନ୍ତି, କିନ୍ତୁ କେତେ ଲୋକ ଆମ୍ଭକୁ ଲଜ୍ଜା ଦିଅନ୍ତି। କେତେ ଲୋକ ଆମ୍ଭ ବିଷୟରେ ମନ୍ଦ କୁହନ୍ତି, କେତେ ଭଲ କଥା କୁହନ୍ତି। କେତେ ଲୋକ କୁହନ୍ତି ଯେ, ଆମ୍ଭେ ମିଥ୍ୟାବାଦୀ ଓ ତଥାପି ଆମ୍ଭେ ସତ୍ୟ କହୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ଗୌରବ ଓ ଅନାଦର ଦ୍ଵାରା, ଅଖ୍ୟାତି ଓ ସୁଖ୍ୟାତି ଦ୍ଵାରା, ପ୍ରତାରକ ତୁଲ୍ୟ, ଅଥଚ ସତ୍ୟବାଦୀ,

Viz kapitola kopírovat

ଓଡିଆ ବାଇବେଲ

8 ଗୌରବ ଓ ଅନାଦର ଦ୍ୱାରା, ଅଖ୍ୟାତି ଓ ସୁଖ୍ୟାତିଦ୍ୱାରା, ପ୍ରତାରକ ତୁଲ୍ୟ, ଅଥଚ ସତ୍ୟବାଦୀ,

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

8 ଆମେ ସମ୍ମାନିତ ଓ ଅପମାନିତ ହେଉଛୁ, ପ୍ରଶଂସିତ ଓ ଲାଞ୍ôଚତ ହେଉଛୁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଗୌରବ ଓ ଅନାଦର ଦ୍ୱାରା, ଅଖ୍ୟାତି ଓ ସୁଖ୍ୟାତି ଦ୍ୱାରା, ପ୍ରତାରକ ତୁଲ୍ୟ, ଅଥବା ସତ୍ୟବାଦୀ,

Viz kapitola kopírovat




୨ କରିନ୍ଥୀୟ 6:8

Následuj nás:

Reklamy


Reklamy