୨ କରିନ୍ଥୀୟ 7:11 - ପବିତ୍ର ବାଇବଲ11 ଦେଖ, ଈଶ୍ୱରଙ୍କ ଇଚ୍ଛାନୁସାରେ ତୁମ୍ଭେମାନେ ଏହି ଯେଉଁ ଦୁଃଖ ପାଇଲ ଏହା ତୁମ୍ଭମାନଙ୍କୁ ଉଦ୍ଯୋଗୀ କରିଛି। ତୁମ୍ଭେମାନେ ଭୁଲ୍ରେ ନ ଥିଲ ବୋଲି ଏହା ପ୍ରମାଣିତ କରିଛି। ତୁମ୍ଭମାନଙ୍କ ପାଇଁ ଏହା କ୍ରୋଧ, ଭୟ ଆଣିଛି, ଏବଂ ଆମ୍ଭ ସହିତ ମିଶିବା ପାଇଁ ତୁମ୍ଭମାନଙ୍କ ଭିତରେ ଇଚ୍ଛା ଜାଗ୍ରତ କରିଛି। ଏହା ତୁମ୍ଭମାନଙ୍କୁ ଅଧିକ ସମର୍ପିତ କରିଛି, ଏହା ତୁମ୍ଭମାନଙ୍କୁ ନ୍ୟାୟ ପ୍ରଦାନ କରିଛି। ତୁମ୍ଭେମାନେ ପ୍ରତ୍ୟେକ କଥାରେ ପ୍ରମାଣିତ କରି ଦେଇଛ ଯେ, ତୁମ୍ଭେମାନେ ସେହି ସମସ୍ୟାର କୌଣସି ଅଂଶ ପାଇଁ ମଧ୍ୟ ଦୋଷୀ ନ ଥିଲ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଯେଣୁ ଦେଖ, ଈଶ୍ଵରଙ୍କ ଇଚ୍ଛାନୁସାରେ ତୁମ୍ଭେମାନେ ଏହି ଯେଉଁ ଦୁଃଖ ପାଇଲ, ତାହା ତୁମ୍ଭମାନଙ୍କଠାରେ କେତେ ଉତ୍ସାହ, ହଁ, କେତେ ଅଭିଯୋଗ ଖଣ୍ତନ, ହଁ, କେତେ ବିରକ୍ତି, ହଁ, କେତେ ଭୟ, ହଁ କେତେ ଆଗ୍ରହ, ହଁ, କେତେ ଉଦ୍ଯୋଗ, ହଁ, କେତେ ପ୍ରତିକାର ଜନ୍ମାଇଅଛି। ଏବିଷୟରେ ତୁମ୍ଭେମାନେ ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ବୋଲି ପ୍ରମାଣ ଦେଇଅଛ। Viz kapitolaଓଡିଆ ବାଇବେଲ11 ଯେଣୁ ଦେଖ, ଈଶ୍ୱରଙ୍କ ଇଚ୍ଛାନୁସାରେ ତୁମ୍ଭେମାନେ ଏହି ଯେଉଁ ଦୁଃଖ ପାଇଲ, ତାହା ତୁମ୍ଭମାନଙ୍କଠାରେ କେତେ ଉତ୍ସାହ, ହଁ, କେତେ ଅଭିଯୋଗ ଖଣ୍ଡନ, ହଁ, କେତେ ବିରକ୍ତି, ହଁ, କେତେ ଭୟ, ହଁ କେତେ ଆଗ୍ରହ, ହଁ, କେତେ ଉଦ୍ଯୋଗ, ହଁ, କେତେ ପ୍ରତିକାର ଜନ୍ମାଇଅଛି । ଏବିଷୟରେ ତୁମ୍ଭେମାନେ ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ବୋଲି ପ୍ରମାଣଦେଇଅଛ । Viz kapitolaପବିତ୍ର ବାଇବଲ (CL) NT (BSI)11 ଦେଖ, ଈଶ୍ୱରଙ୍କ ଅଭିପ୍ରେତ ଏହି ଦୁଃଖ ତୁମ୍ଭମାନଙ୍କ ମନରେ କେତେ ଆଗ୍ରହ, କେତେ ଭୟ, କେତେ ଉତ୍ତେଜନା, ଆତ୍ମସଂଶୋଧନ ପାଇଁ କେତେ ପ୍ରେରଣା, ଦୁଷ୍କର୍ମକାରୀମାନଙ୍କୁ ଶାସ୍ତି ଦେବାକୁ କେତେ ତତ୍ସରତା ସଂଚାରିତ କରିଛି। ଏସବୁ ବିଷୟରେ ତୁମ୍ଭେମାନେ ନିର୍ଦ୍ଦୋଷ ବୋଲି ପ୍ରମାଣିତ ହୋଇଛ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଯେଣୁ ଦେଖ, ଈଶ୍ବରଙ୍କ ଇଚ୍ଛାନୁସାରେ ତୁମ୍ଭେମାନେ ଏହି ଯେଉଁ ଦୁଃଖ ପାଇଲ, ତାହା ତୁମ୍ଭମାନଙ୍କଠାରେ କେତେ ଉତ୍ସାହ, ହଁ, କେତେ ଅଭିଯୋଗ ଖଣ୍ଡନ, ହଁ, କେତେ ବିରକ୍ତି, ହଁ, କେତେ ଭୟ, ହଁ କେତେ ଆଗ୍ରହ, ହଁ, କେତେ ଉଦ୍ଯୋଗ, ହଁ, କେତେ ପ୍ରତିକାର ଜନ୍ମାଇଅଛି। ଏହି ବିଷୟରେ ତୁମ୍ଭେମାନେ ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ବୋଲି ପ୍ରମାଣ ଦେଇଅଛ। Viz kapitola |