Online Bible

- Reklamy -




୨ କରିନ୍ଥୀୟ 7:2 - ପବିତ୍ର ବାଇବଲ

2 ନିଜ ହୃଦୟରେ ଆମ୍ଭକୁ ସ୍ଥାନ ଦିଅ। ଆମ୍ଭେ କାହାରି ପ୍ରତି କୌଣସି ଭୁଲ୍ କରି ନାହୁଁ। ଆମ୍ଭେ କାହାରି ବିଶ୍ୱାସରେ ଆଞ୍ଚ ଆଣି ନାହୁଁ, କାହାକୁ ଘୋଷଣା କରି ନାହୁଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭମାନଙ୍କ ହୃଦୟରେ ଆମ୍ଭମାନଙ୍କୁ ସ୍ଥାନ ଦିଅ; ଆମ୍ଭେମାନେ କାହାରି ଅନ୍ୟାୟ କରି ନାହୁଁ, କାହାକୁ ନଷ୍ଟ କରି ନାହୁଁ, କାହାରି କ୍ଷତି କରି ନାହୁଁ।

Viz kapitola kopírovat

ଓଡିଆ ବାଇବେଲ

2 ତୁମ୍ଭମାନଙ୍କ ହୃଦୟରେ ଆମ୍ଭମାନଙ୍କୁ ସ୍ଥାନ ଦିଅନ୍ତି ଆମ୍ଭେମାନେ କାହାରି ଅନ୍ୟାୟ କରି ନାହୁଁ, କାହାକୁ ନଷ୍ଟ କରି ନାହୁଁ, କାହାରି କ୍ଷତି କରି ନାହୁଁ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

2 ତୁମ୍ଭମାନଙ୍କ ହୃଦୟରେ ଆମକୁ ସ୍ଥାନ ଦିଅ। ଆମେ କାହାରି ପ୍ରତି ଅନ୍ୟାୟ କରି ନାହୁଁ, କାହାରି କିଛି କ୍ଷତି କରି ନାହୁଁ କିମ୍ବା କାହାଠାରୁ କରିଛି ଫାଇଦା ଉଠାଇବାକୁ ଚେଷ୍ଟା କରିନାହୁଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତୁମ୍ଭମାନଙ୍କ ହୃଦୟରେ ଆମ୍ଭମାନଙ୍କୁ ସ୍ଥାନ ଦିଅ; ଆମ୍ଭେମାନେ କାହାରି ଅନ୍ୟାୟ କରି ନାହୁଁ, କାହାକୁ ନଷ୍ଟ କରି ନାହୁଁ, କାହାରି କ୍ଷତି କରି ନାହୁଁ।

Viz kapitola kopírovat




୨ କରିନ୍ଥୀୟ 7:2

Následuj nás:

Reklamy


Reklamy