୨ କରିନ୍ଥୀୟ 7:4 - ପବିତ୍ର ବାଇବଲ4 ତୁମ୍ଭମାନଙ୍କ ବିଷୟରେ ମୋର ଏହି ଦୃଢ଼ବୋଧ ଅଛି। ମୁଁ ତୁମ୍ଭ ପାଇଁ ବହୁତ ଗର୍ବିତ। ତୁମ୍ଭେମାନେ ମୋତେ ଅଧିକ ଉତ୍ସାହ ଦେଇଥାଅ। ସେଥିପାଇଁ ସମସ୍ତ ଯାତନା ଭିତରେ ମଧ୍ୟ ମୋର ଆନନ୍ଦ କହିଲେ ନ ସରେ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତୁମ୍ଭମାନଙ୍କଠାରେ ମୋହର ସମ୍ପୂର୍ଣ୍ଣ ବିଶ୍ଵାସ ଅଛି, ତୁମ୍ଭମାନଙ୍କ ବିଷୟରେ ମୋହର ଅତ୍ୟ; ଦର୍ପ; ମୁଁ ସାନ୍ତ୍ଵନାରେ ପରିପୂର୍ଣ୍ଣ, ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ମୋହର ଆନନ୍ଦ ଉଛୁଳି ପଡ଼ୁଅଛି। Viz kapitolaଓଡିଆ ବାଇବେଲ4 ତୁମ୍ଭମାନଙ୍କଠାରେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି,ତୁମ୍ଭମାନଙ୍କ ବିଷୟରେ ମୋହର ଅତ୍ୟନ୍ତ ଦର୍ପ; ମୁଁ ସାନ୍ତ୍ୱନାରେ ପରିପୂର୍ଣ୍ଣ, ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ମୋହର ଆନନ୍ଦ ଉଛୁଳି ପଡ଼ୁଅଛି । Viz kapitolaପବିତ୍ର ବାଇବଲ (CL) NT (BSI)4 ତୁମ୍ଭମାନଙ୍କ ଉପରେ ମୋର ଗର୍ବ ମଧ୍ୟ ଯଥେଷ୍ଟ। ଦୁଃଖ କଷ୍ଟ ସମୟରେ ମୁଁ ଅପୂର୍ବ ସାହାସ ଦେଖାଇଛି। ଆନନ୍ଦରେ ବିହ୍ୱଳ ହୋଇଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତୁମ୍ଭମାନଙ୍କଠାରେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି, ତୁମ୍ଭମାନଙ୍କ ବିଷୟରେ ମୋହର ଅତ୍ୟନ୍ତ ଦର୍ପ; ମୁଁ ସାନ୍ତ୍ୱନାରେ ପରିପୂର୍ଣ୍ଣ, ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ମୋହର ଆନନ୍ଦ ଉଛୁଳି ପଡ଼ୁଅଛି। Viz kapitola |