୨ କରିନ୍ଥୀୟ 8:11 - ପବିତ୍ର ବାଇବଲ11 ତା'ହେଲେ ଯାଇ ତୁମ୍ଭମାନଙ୍କର “କରିବା” ତୁମ୍ଭମାନଙ୍କର “ଇଚ୍ଛା କରିବା” ସହିତ ସମାନ ହେବ। ତୁମ୍ଭମାନଙ୍କ ପାଖରେ ଯାହା ଅଛି ତହିଁରୁ ଦାନ କର। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଏବେ ସେହି କର୍ମ ମଧ୍ୟ ସମାପ୍ତ କର, ଯେପରି ଇଚ୍ଛା କରିବାରେ ଯେପ୍ରକାର ଆଗ୍ରହଭାବ ଥିଲା, ସେହିପ୍ରକାରେ ତୁମ୍ଭମାନଙ୍କ ଅବସ୍ଥା ପ୍ରମାଣେ କାର୍ଯ୍ୟ ମଧ୍ୟ ସମାପ୍ତ ହେବ। Viz kapitolaଓଡିଆ ବାଇବେଲ11 ଏବେ ସେହି କର୍ମ ମଧ୍ୟ ସମାପ୍ତ କର, ଯେପରି ଇଚ୍ଛା କରିବାରେ ଯେପ୍ରକାର ଆଗ୍ରହଭାବ ଥିଲା, ସେହି ପ୍ରକାରେ ତୁମ୍ଭମାନଙ୍କ ଅବସ୍ଥା ପ୍ରମାଣେ କାର୍ଯ୍ୟ ମଧ୍ୟ ସମାପ୍ତ ହେବ । Viz kapitolaପବିତ୍ର ବାଇବଲ (CL) NT (BSI)11 ତେଣୁ କାର୍ଯ୍ୟ କରିଯାଅ ଓ ତୁମ ସୁଯୋଗ ଅନୁଯାୟୀ ତାହା ସମାପ୍ତ କର। ସଙ୍କଳ୍ପ ଗ୍ରହଣ କରିବା ସମୟରେ ତୁମର ଯେଉଁ ଆଗ୍ରହ ଥିଲା, କାର୍ଯ୍ୟ ସମାପ୍ତି ପର୍ଯ୍ୟନ୍ତ ତାହାକୁ ବଚାୟ ରଖ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏବେ ସେହି କର୍ମ ମଧ୍ୟ ସମାପ୍ତ କର, ଯେପରି ଇଚ୍ଛା କରିବାରେ ଯେପ୍ରକାର ଆଗ୍ରହଭାବ ଥିଲା, ସେହି ପ୍ରକାରେ ତୁମ୍ଭମାନଙ୍କ ଅବସ୍ଥା ପ୍ରମାଣେ କାର୍ଯ୍ୟ ମଧ୍ୟ ସମାପ୍ତ ହେବ। Viz kapitola |