୨ କରିନ୍ଥୀୟ 8:19 - ପବିତ୍ର ବାଇବଲ19 ଏହା ଛଡ଼ା ଆମ୍ଭ ସହିତ ଏହି ଦାନସମୂହ ନେଇ ଯିବା କାର୍ଯ୍ୟରେ ମଣ୍ଡଳୀ ସମୂହ ତାହାଙ୍କୁ ନିଯୁକ୍ତ କରିଛନ୍ତି। ଏହି ସେବା ଦ୍ୱାରା ପ୍ରଭୁଙ୍କ ମହିମା ହେବ ଓ ଆମ୍ଭେ ଯେ ପ୍ରକୃତରେ ପରୋପକାର କରିବା ପାଇଁ ଆଗ୍ରହୀ, ଏହା ପ୍ରକାଶ ପାଇବ। Viz kapitolaପବିତ୍ର ବାଇବଲ (Re-edited) - (BSI)19 କେବଳ ତାହା ନୁହେଁ, କିନ୍ତୁ ସେ ମଧ୍ୟ ଆମ୍ଭମାନଙ୍କର ସେବା ଦ୍ଵାରା ସାଧିତ ଏହି ଅନୁଗ୍ରହକାର୍ଯ୍ୟ ସମ୍ଵନ୍ଧରେ ପ୍ରଭୁଙ୍କ ଗୌରବ ଓ ଆମ୍ଭମାନଙ୍କ ଆଗ୍ରହଭାବ ନିମନ୍ତେ ଆମ୍ଭମାନଙ୍କର ସହଯାତ୍ରୀ ହେବା ପାଇଁ ମଣ୍ତଳୀସମୂହ ଦ୍ଵାରା ନିଯୁକ୍ତ ହୋଇଅଛନ୍ତି; Viz kapitolaଓଡିଆ ବାଇବେଲ19 କେବଳ ତାହା ନୁହେଁ, କିନ୍ତୁ ସେ ମଧ୍ୟ ଆମ୍ଭମାନଙ୍କର ସେବା ଦ୍ୱାରା ସାଧିତ ଏହି ଅନୁଗ୍ରହ କାର୍ଯ୍ୟ ସମ୍ବନ୍ଧରେ ପ୍ରଭୁଙ୍କ ଗୌରବ ଓ ଆମ୍ଭମାନଙ୍କ ଆଗ୍ରହଭାବ ନିମନ୍ତେ ଆମ୍ଭମାନଙ୍କର ସହଯାତ୍ରୀ ହେବା ପାଇଁ ମଣ୍ଡଳୀସମୂହ ଦ୍ୱାରା ନିଯୁକ୍ତ ହୋଇଅଛନ୍ତି; Viz kapitolaପବିତ୍ର ବାଇବଲ (CL) NT (BSI)19 କେବଳ ସେତିକି ନୁହେଁ, ପ୍ରଭୁଙ୍କ ଗୌରବ ଓ ଆମ୍ଭମାନଙ୍କ ଶୁଭେଚ୍ଛା ପ୍ରକାଶ କରିବା ପାଇଁ ଯେଉଁ ଅନୁଗ୍ରହର କାର୍ଯ୍ୟ ଆମେ ଗ୍ରହଣ କରିଛୁ, ସେଥିରେ ଆମର ସହଯାତ୍ରୀ ହେବା ପାଇଁ ବିଭିନ୍ନ ମଣ୍ଡଳୀ ତାଙ୍କୁ ମନୋନୀତ କରିଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 କେବଳ ତାହା ନୁହେଁ, କିନ୍ତୁ ସେ ମଧ୍ୟ ଆମ୍ଭମାନଙ୍କର ସେବା ଦ୍ୱାରା ସାଧିତ ଏହି ଅନୁଗ୍ରହ କାର୍ଯ୍ୟ ସମ୍ବନ୍ଧରେ ପ୍ରଭୁଙ୍କ ଗୌରବ ଓ ଆମ୍ଭମାନଙ୍କ ଆଗ୍ରହଭାବ ନିମନ୍ତେ ଆମ୍ଭମାନଙ୍କର ସହଯାତ୍ରୀ ହେବା ପାଇଁ ମଣ୍ଡଳୀ-ସମୂହ ଦ୍ୱାରା ନିଯୁକ୍ତ ହୋଇଅଛନ୍ତି; Viz kapitola |