୨ କରିନ୍ଥୀୟ 8:6 - ପବିତ୍ର ବାଇବଲ6 ପରମେଶ୍ୱର ଏହା ଇଚ୍ଛା କରନ୍ତି। ସେଥିପାଇଁ ଆମ୍ଭେ ତୀତସକୁ କହିଲୁ ଯେ ସେ ଏହି ଅନୁଗ୍ରହ କାର୍ଯ୍ୟକୁ ଯେପରି ଆରମ୍ଭ କରିଥିଲେ, ସେହିପରି ଏହି ବିଶେଷ ଅନୁଗ୍ରହର କାର୍ଯ୍ୟକୁ ସମାପ୍ତ କରିବାରେ ତୁମ୍ଭମାନଙ୍କୁ ସାହାଯ୍ୟ ମଧ୍ୟ କରନ୍ତୁ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଏଣୁ ତୀତସ ତୁମ୍ଭମାନଙ୍କ ମଧ୍ୟରେ ଏହି ଅନୁଗ୍ରହ- କାର୍ଯ୍ୟ ଯେଉଁ ପ୍ରକାରେ ଆରମ୍ଭ କରିଥିଲେ, ସେହି ପ୍ରକାରେ ତାହା ଯେପରି ସମାପ୍ତ ମଧ୍ୟ କରନ୍ତି, ଏଥିନିମନ୍ତେ ତାହାଙ୍କୁ ଉତ୍ସାହ ଦେଲୁ। Viz kapitolaଓଡିଆ ବାଇବେଲ6 ଏଣୁ ତୀତସ ତୁମ୍ଭମାନଙ୍କ ମଧ୍ୟରେ ଏହି ଅନୁଗ୍ରହ କାର୍ଯ୍ୟ ଯେଉଁ ପ୍ରକାରେ ଆରମ୍ଭ କରିଥିଲେ, ସେହି ପ୍ରକାରେ ତାହା ଯେପରି ସମାପ୍ତ ମଧ୍ୟ କରନ୍ତି, ଏଥି ନିମନ୍ତେ ତାହାଙ୍କୁ ଉତ୍ସାହ ଦେଲୁ । Viz kapitolaପବିତ୍ର ବାଇବଲ (CL) NT (BSI)6 ତିତସଙ୍କ ସହାୟତାରେ ଏହି କାର୍ଯ୍ୟ ଆରମ୍ଭ ହୋଇଥିଲା। ଏହାକୁ ଚଳେଇ ରଖିବା ପାଇଁ ଓ ଏହି ପ୍ରେମାପ୍ଳୁତ ସେବା କାର୍ଯ୍ୟରେ ତୁମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ତିତସଙ୍କୁ ଅନୁରୋଧ କରିଛୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏଣୁ ତୀତସ ତୁମ୍ଭମାନଙ୍କ ମଧ୍ୟରେ ଏହି ଅନୁଗ୍ରହ କାର୍ଯ୍ୟ ଯେଉଁ ପ୍ରକାରେ ଆରମ୍ଭ କରିଥିଲେ, ସେହି ପ୍ରକାରେ ତାହା ଯେପରି ସମାପ୍ତ ମଧ୍ୟ କରନ୍ତି, ଏଥିନିମନ୍ତେ ତାହାଙ୍କୁ ଉତ୍ସାହ ଦେଲୁ। Viz kapitola |