୨ କରିନ୍ଥୀୟ 8:8 - ପବିତ୍ର ବାଇବଲ8 ମୁଁ ତୁମ୍ଭମାନଙ୍କୁ ଦାନ ଦେବା ପାଇଁ ଆଦେଶ ଦେଉ ନାହିଁ। କିନ୍ତୁ ମୁଁ ଦେଖିବାକୁ ଇଚ୍ଛା କରେ ଯେ, ପ୍ରକୃତରେ ତୁମ୍ଭମାନଙ୍କ ପ୍ରେମ ସତ୍ୟ ଅଟେ। ଅନ୍ୟ ଲୋକମାନେ ସାହାଯ୍ୟ କରିବା ପାଇଁ ଦେଖାଉଥିବା ଉତ୍ସାହ ବିଷୟରେ କହି ଏହା ମୁଁ ଦେଖାଇ ଦେବାକୁ ଗ୍ଭହେଁ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ମୁଁ ଆଦେଶ ଦେଲା ପରି କହୁ ନାହିଁ, ମାତ୍ର ଅନ୍ୟମାନଙ୍କ ଉଦ୍ଯୋଗ ଉଲ୍ଲେଖ କରି ତୁମ୍ଭମାନଙ୍କ ପ୍ରେମର ସରଳତା ମଧ୍ୟ ସପ୍ରମାଣ କରିବା ନିମନ୍ତେ କହୁଅଛି। Viz kapitolaଓଡିଆ ବାଇବେଲ8 ମୁଁ ଆଦେଶ ଦେଲା ପରି କହୁ ନାହିଁ, ମାତ୍ର ଅନ୍ୟମାନଙ୍କ ଉଦ୍ଯୋଗ ଉଲ୍ଲେଖ କରି ତୁମ୍ଭମାନଙ୍କ ପ୍ରେମର ସରଳତା ମଧ୍ୟ ସପ୍ରମାଣ କରିବା ନିମନ୍ତେ କହୁଅଛି । Viz kapitolaପବିତ୍ର ବାଇବଲ (CL) NT (BSI)8 ଏ ସମ୍ପର୍କରେ ତୁମ୍ଭମାନେ ପ୍ରତି ମୁ କୌଣସି ନୀତି ନିର୍ଦ୍ଧାରଣ କରୁ ନାହିଁ। କେବଳ ସେବା କାର୍ଯ୍ୟରେ ଅନ୍ୟମାନଙ୍କ ଆଗ୍ରହର ଦୃଷ୍ଟାନ୍ତ ଦେଇ ତୁମ ପ୍ରେମରେ ବାସ୍ତବତା ଜାଣିବାଂ ପାଇଁ ମୁଁ ଚେଷ୍ଟା କରୁଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ମୁଁ ଆଦେଶ ଦେଲା ପରି କହୁ ନାହିଁ, ମାତ୍ର ଅନ୍ୟମାନଙ୍କ ଉଦ୍ଯୋଗ ଉଲ୍ଲେଖ କରି ତୁମ୍ଭମାନଙ୍କ ପ୍ରେମର ସରଳତା ମଧ୍ୟ ସପ୍ରମାଣ କରିବା ନିମନ୍ତେ କହୁଅଛି। Viz kapitola |