୨ କରିନ୍ଥୀୟ 9:12 - ପବିତ୍ର ବାଇବଲ12 ଏହି ସେବା ଯେଉଁଥିରେ କି ତୁମ୍ଭମାନଙ୍କର ଏକ ଭାଗ ରହିଛି ତା'ଦ୍ୱାରା କେବଳ ଯେ ସାଧୁ ମାନଙ୍କର ଆବଶ୍ୟକତା ପୂରଣ ହୁଏ, ତା’ ନୁହେଁ ବରଂ ପରମେଶ୍ୱରଙ୍କ ପ୍ରତି ହୃଦୟ ଧନ୍ୟବାଦରେ ଉଚ୍ଛୁଳି ଉଠେ। Viz kapitolaପବିତ୍ର ବାଇବଲ (Re-edited) - (BSI)12 କାରଣ ଏହି ଦାନରୂପ ସେବା ଯେ କେବଳ ସାଧୁମାନଙ୍କର ଅଭାବ ପୂରଣ କରୁଅଛି, ତାହା ନୁହେଁ, ମାତ୍ର ତଦ୍ଦ୍ଵାରା ମଧ୍ୟ ଈଶ୍ଵରଙ୍କ ଉଦ୍ଦେଶ୍ୟରେ ବହୁ ଧନ୍ୟବାଦ ଉଛୁଳି ଉଠୁଅଛି, Viz kapitolaଓଡିଆ ବାଇବେଲ12 କାରଣ ଏହି ଦାନରୂପ ସେବା ଯେ କେବଳ ସାଧୁମାନଙ୍କର ଅଭାବ ପୂରଣ କରୁଅଛି, ତାହା ନୁହେଁ, ମାତ୍ର ତଦ୍ୱାରା ମଧ୍ୟ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ବହୁ ଧନ୍ୟବାଦ ଉଛୁଳି ଉଠୁଅଛି, Viz kapitolaପବିତ୍ର ବାଇବଲ (CL) NT (BSI)12 ତୁମ୍ଭମାନଙ୍କର ଦାନଶୀଳତା ଦ୍ୱାରା କେବଳ ଯେ ଈଶ୍ୱରଙ୍କ ଲୋକମାନଙ୍କର ଅଭାବ ଦୂର ହେବ, ତା’ ନୁହେଁ, କିନ୍ତୁ ଏହା ଦ୍ୱାରା ଈଶ୍ୱରଙ୍କ ପ୍ରତି ଅନେକଙ୍କ ହୃଦୟର କୃତଜ୍ଞତା ଉଛୁଳି ଉଠିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କାରଣ ଏହି ଦାନରୂପ ସେବା ଯେ କେବଳ ସାଧୁମାନଙ୍କର ଅଭାବ ପୂରଣ କରୁଅଛି, ତାହା ନୁହେଁ, ମାତ୍ର ତଦ୍ୱାରା ମଧ୍ୟ ଈଶ୍ବରଙ୍କ ଉଦ୍ଦେଶ୍ୟରେ ବହୁ ଧନ୍ୟବାଦ ଉଛୁଳି ଉଠୁଅଛି, Viz kapitola |