Online Bible

- Reklamy -




୨ କରିନ୍ଥୀୟ 9:4 - ପବିତ୍ର ବାଇବଲ

4 ଯେପରି ମୁଁ ସେମାନଙ୍କୁ ସବୁବେଳେ ପ୍ରସ୍ତୁତ ରହିବାକୁ କହୁଥିଲି, ମୁଁ ଗ୍ଭହେଁ ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ରୁହ। ଯଦି କେତେକ ଲୋକ ମାକିଦନିଆରୁ ମୋ’ ସହିତ ତୁମ୍ଭମାନଙ୍କ ପାଖରେ ପହଞ୍ଚିବେ, ଓ ତୁମ୍ଭମାନଙ୍କୁ ପ୍ରସ୍ତୁତ ଥିବା ଦେଖିବେ ନାହିଁ, ତାହାହେଲେ ତୁମ୍ଭମାନଙ୍କଠାରେ ଆମ୍ଭର ବିଶ୍ୱାସ ଥିବା ହେତୁରୁ ଆମ୍ଭେ ଲଜ୍ଜା ବୋଧ କରିବୁ। ତୁମ୍ଭେମାନେ ମଧ୍ୟ ଲଜ୍ଜିତ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 କାଳେ ମାକିଦନିଆର କୌଣସି ଲୋକ ଯେବେ ମୋʼ ସାଙ୍ଗରେ ଆସି ତୁମ୍ଭମାନଙ୍କୁ ଅପ୍ରସ୍ତୁତ ଦେଖନ୍ତି, ତେବେ (ତୁମ୍ଭମାନଙ୍କ କଥା ତେଣେ ଥାଉ) ଆମ୍ଭେମାନେ ଏହି ଦୃଢ଼ ବିଶ୍ଵାସ ବିଷୟରେ ଲଜ୍ଜିତ ହେବା।

Viz kapitola kopírovat

ଓଡିଆ ବାଇବେଲ

4 କାଳେ ମାକିଦନିଆର କୌଣସି ଲୋକ ଯେବେ ମୋ' ସାଙ୍ଗରେ ଆସି ତୁମ୍ଭମାନଙ୍କୁ ଅପ୍ରସ୍ତୁତ ଦେଖନ୍ତି, ତେବେ(ତୁମ୍ଭମାନଙ୍କ କଥା ତେଣେ ଥାଉ) ଆମ୍ଭେମାନେ ଏହି ଦୃଢ଼ ବିଶ୍ୱାସ ବିଷୟରେ ଲଜ୍ଜିତ ହେବା ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

4 ମାସିଦୋନିଆର ଲୋକମାନେ ମୋ’ ଯାଇ ଯଦି ତୁମ୍ଭମାନଙ୍କୁ ଅପ୍ରସ୍ଥୁତ ଦେଖିବେ; ତେବେ ତୁମ୍ଭମାନଙ୍କ ଉପରେ ଦୃଢ଼ ଆସ୍ଥା ଥିବା ହେତୁ ଆମେ ଲଜ୍ଜାଜନକ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 କାଳେ ମାକିଦନିଆର କୌଣସି ଲୋକ ଯେବେ ମୋʼ ସାଙ୍ଗରେ ଆସି ତୁମ୍ଭମାନଙ୍କୁ ଅପ୍ରସ୍ତୁତ ଦେଖନ୍ତି, ତେବେ (ତୁମ୍ଭମାନଙ୍କ କଥା ତେଣେ ଥାଉ) ଆମ୍ଭେମାନେ ଏହି ଦୃଢ଼ ବିଶ୍ୱାସ ବିଷୟରେ ଲଜ୍ଜିତ ହେବା।

Viz kapitola kopírovat




୨ କରିନ୍ଥୀୟ 9:4

Následuj nás:

Reklamy


Reklamy