Online Bible

- Reklamy -




୨ କରିନ୍ଥୀୟ 9:7 - ପବିତ୍ର ବାଇବଲ

7 ପ୍ରତ୍ୟେକ ଲୋକ ଆପଣା ହୃଦୟରେ ସ୍ଥିର କରିଥିବା ଅନୁସାରେ ଦାନ କରୁ, ମନରେ କୌଣସି ଦୁଃଖ ରଖି ବା ବାଧ୍ୟବାଧକତାରେ ଦାନ ନ ଦେଉ, ଆନନ୍ଦିତ ମନରେ ଦାନ କରିଥିବା ଲୋକକୁ ପରମେଶ୍ୱର ଭଲ ପାଆନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ପ୍ରତ୍ୟେକ ଜଣ ଆପଣା ହୃଦୟରେ ଯେପରି ସଂକଳ୍ପ କରିଅଛି, ସେହିପରି କରୁ, କୁଣ୍ଠିତ ଭାବରେ ନୁହେଁ ଅବା ବାଧ୍ୟବାଧକତା ହେତୁରୁ ନୁହେଁ; କାରଣ ଈଶ୍ଵର ହୃଷ୍ଟଚିତ୍ତ ଦାତାକୁ ଭଲ ପାଆନ୍ତି।

Viz kapitola kopírovat

ଓଡିଆ ବାଇବେଲ

7 ପ୍ରତ୍ୟେକ ଜଣ ଆପଣା ହୃଦୟରେ ଯେପରି ସଂକଳ୍ପ କରିଅଛି, ସେହିପରି କରୁ, କୁଣ୍ଠିତ ଭାବରେ ନୁହେଁ ଅବା ବାଧ୍ୟବାଧକତା ହେତୁରୁ ନୁହେଁ; କାରଣ ଈଶ୍ୱର ହୃଷ୍ଟଚିତ୍ତଦାତାକୁ ଭଲ ପାଆନ୍ତି ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

7 ଅତଏବ, ଯେ ଯେପରି ସଙ୍କଳ୍ପ କରିଛି, ସେ ସେହିପରି ଦାନ କରୁ ଏବଂ ସେହି ଦାନ କୁଣ୍ଠିତ ହୋଇ କିମ୍ବା କେବଳ କର୍ତ୍ତବ୍ୟ ବୋଧରୁ ନ ହେଉ। କାରଣ ପ୍ରଫୁଲ୍ଲଚିତ୍ତ ଦାତାକୁ ଈଶ୍ୱର ପସନ୍ଦ କରିନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପ୍ରତ୍ୟେକ ଜଣ ଆପଣା ହୃଦୟରେ ଯେପରି ସଂକଳ୍ପ କରିଅଛି, ସେହିପରି କରୁ, କୁଣ୍ଠିତ ଭାବରେ ନୁହେଁ ଅବା ବାଧ୍ୟବାଧକତା ହେତୁରୁ ନୁହେଁ; କାରଣ ଈଶ୍ବର ହୃଷ୍ଟଚିତ୍ତଦାତାକୁ ଭଲ ପାଆନ୍ତି।

Viz kapitola kopírovat




୨ କରିନ୍ଥୀୟ 9:7

Následuj nás:

Reklamy


Reklamy