Online Bible

- Reklamy -




୨ ଯୋହନ 1:13 - ପବିତ୍ର ବାଇବଲ

13 ପରମେଶ୍ୱରଙ୍କ ଦ୍ୱାରା ମନୋନୀତା ତୁମ୍ଭମାନଙ୍କର ଭଉଣୀଙ୍କ ସନ୍ତାନମାନେ ତୁମ୍ଭମାନଙ୍କୁ ସେମାନଙ୍କର ନମସ୍କାର ଜଣାଇଛନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ତୁମ୍ଭର ମନୋନୀତା ଭଗିନୀର ସନ୍ତାନମାନେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

13 ତୁମ୍ଭର ମନୋନୀତା ଭଗିନୀର ସନ୍ତାନମାନେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି । ଆମେନ୍ ।

Viz kapitola kopírovat

ପବିତ୍ର ବାଇବଲ (CL) NT (BSI)

13 ତୁମ୍ଭମାନଙ୍କ ପ୍ରିୟ ଭଗିନୀର ପିଲାମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉ ଅଛନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତୁମ୍ଭର ମନୋନୀତା ଭଉଣୀର ସନ୍ତାନମାନେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି।

Viz kapitola kopírovat




୨ ଯୋହନ 1:13

Následuj nás:

Reklamy


Reklamy