୨ ଯୋହନ 1:2 - ପବିତ୍ର ବାଇବଲ2 ଆମ୍ଭ ଅନ୍ତରରେ ଯେଉଁ ସତ୍ୟ ରହିଛି, ସେଥିପାଇଁ ଆମ୍ଭେ ତୁମ୍ଭମାନଙ୍କୁ ପ୍ରେମ କରୁଛୁ। ଏହି ସତ୍ୟ ଆମ୍ଭ ପାଖରେ ସବୁଦିନ ପାଇଁ ରହିବ। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଯେଉଁ ସତ୍ୟ ଆମ୍ଭମାନଙ୍କ ଅନ୍ତରରେ ରହିଅଛି ଓ ଚିରକାଳ ଆମ୍ଭମାନଙ୍କ ସହିତ ରହିବ, ସେହି ସତ୍ୟ ସକାଶେ ସେମାନଙ୍କୁ ପ୍ରେମ କରୁଅଛୁ। Viz kapitolaଓଡିଆ ବାଇବେଲ2 ଯେଉଁ ସତ୍ୟ ଆମ୍ଭମାନଙ୍କ ଅନ୍ତରରେ ରହିଅଛି ଅନନ୍ତକାଳ ଆମ୍ଭମାନଙ୍କ ସହିତ ରହିବ, ସେହି ସତ୍ୟ ସକାଶେ ସେମାନଙ୍କୁ ପ୍ରେମ କରୁଅଛୁ । Viz kapitolaପବିତ୍ର ବାଇବଲ (CL) NT (BSI)2 ଆମ ଅନ୍ତରରେ ସେହି ସତ୍ୟ ରହିଛି ଓ ଚିରଦିନ ରହିଥିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଯେଉଁ ସତ୍ୟ ଆମ୍ଭମାନଙ୍କ ଅନ୍ତରରେ ରହିଅଛି ଅନନ୍ତକାଳ ଆମ୍ଭମାନଙ୍କ ସହିତ ରହିବ, ସେହି ସତ୍ୟ ସକାଶେ ସେମାନଙ୍କୁ ପ୍ରେମ କରୁଅଛୁ। Viz kapitola |