2 ରାଜାବଳୀ 1:12 - ପବିତ୍ର ବାଇବଲ12 ଏଲିୟ ସେ ଅଧିନାୟକଙ୍କୁ କହିଲେ, “ଯେବେ ମୁଁ ପରମେଶ୍ୱରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସୁ ଏବଂ ତୁମ୍ଭକୁ ଓ ତୁମ୍ଭର ପଗ୍ଭଶ୍ ଲୋକଙ୍କୁ ଗ୍ରାସ କରୁ।” ତେଣୁ ଅଗ୍ନି ସ୍ୱର୍ଗରୁ ଆସି ଅଧିନାୟକ ସହିତ ତା'ର ପଗ୍ଭଶ୍ ଲୋକଙ୍କୁ ଗ୍ରାସ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଏଥିରେ ଏଲୀୟ ସେମାନଙ୍କୁ ଉତ୍ତର କରି କହିଲେ, ଯେବେ ମୁଁ ପରମେଶ୍ଵରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭ ପଚାଶ ଲୋକଙ୍କୁ ଗ୍ରାସ କରୁ। ତହୁଁ ପରମେଶ୍ଵରଙ୍କ ଅଗ୍ନି ଆକାଶରୁ ଆସି ତାହାକୁ ଓ ତାହାର ପଚାଶ ଲୋକଙ୍କୁ ଗ୍ରାସ କଲା। Viz kapitolaଓଡିଆ ବାଇବେଲ12 ଏଥିରେ ଏଲୀୟ ସେମାନଙ୍କୁ ଉତ୍ତର କରି କହିଲେ, “ଯେବେ ମୁଁ ପରମେଶ୍ୱରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭ ପଚାଶ ଲୋକଙ୍କୁ ଗ୍ରାସ କରୁ।” ତହୁଁ ପରମେଶ୍ୱରଙ୍କ ଅଗ୍ନି ଆକାଶରୁ ଆସି ତାହାକୁ ଓ ତାହାର ପଚାଶ ଲୋକଙ୍କୁ ଗ୍ରାସ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିରେ ଏଲୀୟ ସେମାନଙ୍କୁ ଉତ୍ତର କରି କହିଲେ, “ଯେବେ ମୁଁ ପରମେଶ୍ୱରଙ୍କ ଲୋକ, ତେବେ ଆକାଶରୁ ଅଗ୍ନି ଆସି ତୁମ୍ଭକୁ ଓ ତୁମ୍ଭ ପଚାଶ ଲୋକଙ୍କୁ ଗ୍ରାସ କରୁ।” ତହୁଁ ପରମେଶ୍ୱରଙ୍କ ଅଗ୍ନି ଆକାଶରୁ ଆସି ତାହାକୁ ଓ ତାହାର ପଚାଶ ଲୋକଙ୍କୁ ଗ୍ରାସ କଲା। Viz kapitola |