Online Bible

- Reklamy -




2 ରାଜାବଳୀ 1:14 - ପବିତ୍ର ବାଇବଲ

14 ଅଗ୍ନି ସ୍ୱର୍ଗରୁ ଆସି ପୂର୍ବ ଦୁଇ ଅଧିପତି ଓ ସେମାନଙ୍କର ପଗ୍ଭଶ୍ ଲୋକଙ୍କୁ ପୋଡ଼ି ପକାଇଲା। ମାତ୍ର ବର୍ତ୍ତମାନ ଆପଣ ଦୟାକରି ଆମ୍ଭମାନଙ୍କୁ ବଞ୍ଚାନ୍ତୁ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ଦେଖନ୍ତୁ, ଆକାଶରୁ ଅଗ୍ନି ଆସି ପୂର୍ବ ଦୁଇ ପଚାଶପତିଙ୍କି ଓ ସେମାନଙ୍କ ପଚାଶ ପଚାଶ ଲୋକଙ୍କୁ ଗ୍ରାସ କଲା; ମାତ୍ର ଏବେ ଆପଣଙ୍କ ଦୃଷ୍ଟିରେ ମୋʼ ପ୍ରାଣ ବହୁମୂଲ୍ୟ ହେଉ।

Viz kapitola kopírovat

ଓଡିଆ ବାଇବେଲ

14 ଦେଖନ୍ତୁ, ଆକାଶରୁ ଅଗ୍ନି ଆସି ପୂର୍ବ ଦୁଇ ପଚାଶପତିଙ୍କୁ ଓ ସେମାନଙ୍କ ପଚାଶ ପଚାଶ ଲୋକଙ୍କୁ ଗ୍ରାସ କଲା; ମାତ୍ର ଏବେ ଆପଣଙ୍କ ଦୃଷ୍ଟିରେ ମୋ’ ପ୍ରାଣ ବହୁମୂଲ୍ୟ ହେଉ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଦେଖନ୍ତୁ, ଆକାଶରୁ ଅଗ୍ନି ଆସି ପୂର୍ବ ଦୁଇ ପଚାଶପତିଙ୍କୁ ଓ ସେମାନଙ୍କ ପଚାଶ ପଚାଶ ଲୋକଙ୍କୁ ଗ୍ରାସ କଲା; ମାତ୍ର ଏବେ ଆପଣଙ୍କ ଦୃଷ୍ଟିରେ ମୋʼ ପ୍ରାଣ ବହୁମୂଲ୍ୟ ହେଉ।”

Viz kapitola kopírovat




2 ରାଜାବଳୀ 1:14

Následuj nás:

Reklamy


Reklamy