Online Bible

- Reklamy -




2 ରାଜାବଳୀ 1:17 - ପବିତ୍ର ବାଇବଲ

17 ସଦାପ୍ରଭୁ ଏଲିୟଙ୍କ ଦେଇ କହିଥିବା ଅନୁସାରେ ଅହସିୟଙ୍କର ମୃତ୍ୟୁ ହେଲା। ତାଙ୍କର ପୁତ୍ର ନ ଥିବାରୁ ଅହସିୟଙ୍କ ପରେ ଯିହୁଦାର ରାଜା ଯିହୋଶାଫ‌ଟଙ୍କ ପୁତ୍ର ଯିହୋରାମର ଦ୍ୱିତୀୟ ବର୍ଷ ରାଜତ୍ୱ କାଳରେ ଯିହୋରାମ ତାଙ୍କ ପଦରେ ରାଜ୍ୟ କରିବାକୁ ଆରମ୍ଭ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଏଥି ଉତ୍ତାରେ ଏଲୀୟଙ୍କ ଦ୍ଵାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ମଲେ, ପୁଣି ତାଙ୍କର ପୁତ୍ର ନ ଥିବାରୁ ଯିହୁଦାର ରାଜା ଯିହୋଶାଫଟ୍ଙ୍କର ପୁତ୍ର ଯିହୋରାମର ଅଧିକାରର ଦ୍ଵିତୀୟ ବର୍ଷରେ ଯିହୋରାମ୍ ତାଙ୍କର ପଦରେ ରାଜ୍ୟ କରିବାକୁ ଆରମ୍ଭ କଲେ।

Viz kapitola kopírovat

ଓଡିଆ ବାଇବେଲ

17 ଏଥିଉତ୍ତାରେ ଏଲୀୟଙ୍କ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ମଲେ। ପୁଣି ତାଙ୍କର ପୁତ୍ର ନ ଥିବାରୁ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କର ପୁତ୍ର ଯିହୋରାମ୍‍ଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୋରାମ୍‍ ତାଙ୍କର ପଦରେ ରାଜ୍ୟ କରିବାକୁ ଆରମ୍ଭ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଥିଉତ୍ତାରେ ଏଲୀୟଙ୍କ ଦ୍ୱାରା ଉକ୍ତ ସଦାପ୍ରଭୁଙ୍କ ବାକ୍ୟାନୁସାରେ ସେ ମଲେ। ପୁଣି ତାଙ୍କର ପୁତ୍ର ନ ଥିବାରୁ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କର ପୁତ୍ର ଯିହୋରାମ୍‍ଙ୍କ ରାଜତ୍ଵର ଦ୍ୱିତୀୟ ବର୍ଷରେ ଯିହୋରାମ୍‍ ତାଙ୍କର ପଦରେ ରାଜ୍ୟ କରିବାକୁ ଆରମ୍ଭ କଲେ।

Viz kapitola kopírovat




2 ରାଜାବଳୀ 1:17

Následuj nás:

Reklamy


Reklamy