2 ରାଜାବଳୀ 1:18 - ପବିତ୍ର ବାଇବଲ18 ଅହସିୟଙ୍କ ଅନ୍ୟ ସମସ୍ତ କାର୍ଯ୍ୟ ଇସ୍ରାଏଲ ରାଜାମାନଙ୍କର ଇତିହାସ ପୁସ୍ତକରେ ଲିଖିତ ହୋଇଛି। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଏହି ଅହସୀୟଙ୍କର କ୍ରିୟାର ଅବଶିଷ୍ଟ ବୃତ୍ତା; କି ଇସ୍ରାଏଲ-ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? Viz kapitolaଓଡିଆ ବାଇବେଲ18 ଏହି ଅହସୀୟଙ୍କର କ୍ରିୟାର ଅବଶିଷ୍ଟ ବୃତ୍ତାନ୍ତ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏହି ଅହସୀୟଙ୍କର କ୍ରିୟାର ଅବଶିଷ୍ଟ ବୃତ୍ତାନ୍ତ କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ? Viz kapitola |