2 ରାଜାବଳୀ 10:1 - ପବିତ୍ର ବାଇବଲ1 ଆହାବଙ୍କର ସତୁରି ପୁତ୍ର ଶମରିୟାରେ ଥିଲେ। ଯେହୂ ଶମରିୟାରେ ଯିଷ୍ରିୟେଲର ଅଧ୍ୟକ୍ଷ ଅର୍ଥାତ ପ୍ରାଚୀନବର୍ଗମାନଙ୍କୁ ଓ ଆହାବଙ୍କ ପୁତ୍ରମାନଙ୍କ ପ୍ରତିପାଳକମାନଙ୍କ ନିକଟକୁ ଏହିପରି ପତ୍ରମାନ ଲେଖି ପଠାଇଲେ। ଯଥା: Viz kapitolaପବିତ୍ର ବାଇବଲ (Re-edited) - (BSI)1 ଶମରୀୟାରେ ଆହାବଙ୍କର ସତୁରି ପୁତ୍ର ଥିଲେ। ଏଣୁ ଯେହୂ ଶମରୀୟାରେ ଯିଷ୍ରିୟେଲର ଅଧ୍ୟକ୍ଷଗଣ, ପ୍ରାଚୀନମାନଙ୍କୁ ଓ ଆହାବଙ୍କର ପୁତ୍ରମାନଙ୍କ ପ୍ରତିପାଳକମାନଙ୍କ ନିକଟକୁ ଏହିପରି ପତ୍ରମାନ ଲେଖି ପଠାଇଲେ, ଯଥା, Viz kapitolaଓଡିଆ ବାଇବେଲ1 ଶମରୀୟାରେ ଆହାବଙ୍କର ସତୁରି ପୁତ୍ର ଥିଲେ। ଏଣୁ ଯେହୂ ଶମରୀୟାରେ ଯିଷ୍ରିୟେଲର ଅଧ୍ୟକ୍ଷଗଣ, ପ୍ରାଚୀନମାନଙ୍କୁ ଓ ଆହାବଙ୍କର ପୁତ୍ରମାନଙ୍କ ପ୍ରତିପାଳକମାନଙ୍କ ନିକଟକୁ ଏହିପରି ପତ୍ରମାନ ଲେଖି ପଠାଇଲେ, ଯଥା, Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଶମରୀୟାରେ ଆହାବଙ୍କର ସତୁରି ପୁତ୍ର ଥିଲେ। ଏଣୁ ଯେହୂ ଶମରୀୟାରେ ଯିଷ୍ରିୟେଲର ଅଧ୍ୟକ୍ଷଗଣ, ପ୍ରାଚୀନମାନଙ୍କୁ ଓ ଆହାବଙ୍କର ପୁତ୍ରମାନଙ୍କ ପ୍ରତିପାଳକମାନଙ୍କ ନିକଟକୁ ଏହିପରି ପତ୍ରମାନ ଲେଖି ପଠାଇଲେ, ଯଥା, Viz kapitola |