2 ରାଜାବଳୀ 10:10 - ପବିତ୍ର ବାଇବଲ10 ଏବେ ତୁମ୍ଭେମାନେ ଜାଣ ସଦାପ୍ରଭୁ ଯାହା ଆହାବ ବଂଶ ବିଷୟରେ କହିଥିଲେ, ତାହା ନିଶ୍ଚୟ ଘଟିବ। ସଦାପ୍ରଭୁ ତାଙ୍କର ଦାସ ଏଲିୟ ଦ୍ୱାରା ଯାହା କହିଥିଲେ ତାହା ଆଜି ସଫଳ କରାଇଛନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)10 ଏବେ ଜାଣ ଯେ, ସଦାପ୍ରଭୁ ଆହାବ-ବଂଶ ବିଷୟରେ ଯାହା କହିଅଛନ୍ତି, ସଦାପ୍ରଭୁଙ୍କ ସେହି ବାକ୍ୟରୁ କିଛି ହିଁ ତଳେ ପଡ଼ିବ ନାହିଁ; କାରଣ ସଦାପ୍ରଭୁ ଆପଣା ଦାସ ଏଲୀୟଙ୍କ ଦ୍ଵାରା ଯାହା କହିଥିଲେ, ତାହା ସଫଳ କରିଅଛନ୍ତି। Viz kapitolaଓଡିଆ ବାଇବେଲ10 ଏବେ ଜାଣ ଯେ, ସଦାପ୍ରଭୁ ଆହାବ ବଂଶ ବିଷୟରେ ଯାହା କହିଅଛନ୍ତି, ସଦାପ୍ରଭୁଙ୍କ ସେହି ବାକ୍ୟରୁ କିଛି ହିଁ ତଳେ ପଡ଼ିବ ନାହିଁ; କାରଣ ସଦାପ୍ରଭୁ ଆପଣା ଦାସ ଏଲୀୟଙ୍କ ଦ୍ୱାରା ଯାହା କହିଥିଲେ, ତାହା ସଫଳ କରିଅଛନ୍ତି।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏବେ ଜାଣ ଯେ, ସଦାପ୍ରଭୁ ଆହାବ-ବଂଶ ବିଷୟରେ ଯାହା କହିଅଛନ୍ତି, ସଦାପ୍ରଭୁଙ୍କ ସେହି ବାକ୍ୟରୁ କିଛି ହିଁ ତଳେ ପଡ଼ିବ ନାହିଁ; କାରଣ ସଦାପ୍ରଭୁ ଆପଣା ଦାସ ଏଲୀୟଙ୍କ ଦ୍ୱାରା ଯାହା କହିଥିଲେ, ତାହା ସଫଳ କରିଅଛନ୍ତି।” Viz kapitola |