Online Bible

- Reklamy -




2 ରାଜାବଳୀ 10:11 - ପବିତ୍ର ବାଇବଲ

11 ତେଣୁ ଯେହୂ ଯିଷ୍ରିୟେଲରେ ବାସ କରୁଥିବା ଆହାବଙ୍କର ବଂଶର ସମସ୍ତ ଲୋକଙ୍କୁ ଅର୍ଥାତ୍ ତାଙ୍କର ପ୍ରଧାନ ଲୋକମାନଙ୍କୁ, ଆତ୍ମୀୟ ବନ୍ଧୁମାନଙ୍କୁ ଓ ଯାଜକମାନଙ୍କୁ ବଧ କଲେ। ଆହାବଙ୍କ ଲୋକ ମଧ୍ୟରୁ କେହି ଜଣେ ହେଲେ ଜୀବିତ ଛଡ଼ାଗଲା ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ତହୁଁ ଯେହୂ ଆହାବଙ୍କର କାହାକୁ ଅବଶିଷ୍ଟ ନ ରଖିବା ପର୍ଯ୍ୟନ୍ତ ଯିଷ୍ରିୟେଲରେ ତାଙ୍କ ବଂଶର ଅବଶିଷ୍ଟ ସମସ୍ତଙ୍କୁ ଓ ତାଙ୍କ ପ୍ରଧାନ ଲୋକ ସମସ୍ତଙ୍କୁ ତାଙ୍କ ଆତ୍ମୀୟ ବନ୍ଧୁମାନଙ୍କୁ ଓ ତାଙ୍କର ଯାଜକମାନଙ୍କୁ ବଧ କଲେ।

Viz kapitola kopírovat

ଓଡିଆ ବାଇବେଲ

11 ତହୁଁ ଯେହୂ ଆହାବଙ୍କର କାହାକୁ ଅବଶିଷ୍ଟ ନ ରଖିବା ପର୍ଯ୍ୟନ୍ତ ଯିଷ୍ରିୟେଲରେ ତାଙ୍କ ବଂଶର ଅବଶିଷ୍ଟ ସମସ୍ତଙ୍କୁ, ଓ ତାଙ୍କ ପ୍ରଧାନ ଲୋକ ସମସ୍ତଙ୍କୁ, ତାଙ୍କ ଆତ୍ମୀୟ ବନ୍ଧୁମାନଙ୍କୁ, ଓ ତାଙ୍କର ଯାଜକମାନଙ୍କୁ ବଧ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତହୁଁ ଯେହୂ ଆହାବଙ୍କର କାହାକୁ ଅବଶିଷ୍ଟ ନ ରଖିବା ପର୍ଯ୍ୟନ୍ତ ଯିଷ୍ରିୟେଲରେ ତାଙ୍କ ବଂଶର ଅବଶିଷ୍ଟ ସମସ୍ତଙ୍କୁ, ଓ ତାଙ୍କ ପ୍ରଧାନ ଲୋକ ସମସ୍ତଙ୍କୁ, ତାଙ୍କ ଆତ୍ମୀୟ ବନ୍ଧୁମାନଙ୍କୁ, ଓ ତାଙ୍କର ଯାଜକମାନଙ୍କୁ ବଧ କଲେ।

Viz kapitola kopírovat




2 ରାଜାବଳୀ 10:11

Následuj nás:

Reklamy


Reklamy