Online Bible

- Reklamy -




2 ରାଜାବଳୀ 10:14 - ପବିତ୍ର ବାଇବଲ

14 ତା'ପରେ ଯେହୂ ତାଙ୍କ ଲୋକମାନଙ୍କୁ ଆଦେଶ ଦେଲେ, “ଏମାନଙ୍କୁ ଜୀବନ୍ତ ଧର।” ଯେହୂଙ୍କର ଦାସମାନେ ଅହସିୟଙ୍କର ସମ୍ପର୍କୀୟମାନଙ୍କୁ ଜୀବନ୍ତ ଧରିଲେ ଓ ମେଷଛେଦନ ଗୃହର ବର୍ତ୍ତ ନିକଟରେ ସେହି ବୟାଳିଶ୍ ଜଣଙ୍କୁ ବଧ କଲେ। ସେମାନଙ୍କ ମଧ୍ୟରୁ ଜଣଙ୍କୁ ମଧ୍ୟ ଛାଡ଼ିଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ଏଥିରେ ଯେହୂ କହିଲେ, ଏମାନଙ୍କୁ ଜିଅନ୍ତା ଧର। ତହୁଁ ଲୋକମାନେ ସେମାନଙ୍କୁ ଜୀଅନ୍ତା ଧରି ମେଷଲୋମ-ଚ୍ଛେଦନଗୃହର ଗର୍ତ୍ତ ନିକଟରେ ସେହି ବୟାଳିଶ ଜଣଙ୍କୁ ବଧ କଲେ, ସେ ସେମାନଙ୍କର କାହାକୁ ଅବଶିଷ୍ଟ ରଖିଲେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

14 ଏଥିରେ ଯେହୂ କହିଲେ, “ଏମାନଙ୍କୁ ଜିଅନ୍ତା ଧର।” ତହୁଁ ଲୋକମାନେ ସେମାନଙ୍କୁ ଜୀଅନ୍ତା ଧରି ମେଷଲୋମ ଚ୍ଛେଦନଗୃହର ଗର୍ତ୍ତ ନିକଟରେ ସେହି ବୟାଳିଶ ଜଣଙ୍କୁ ବଧ କଲେ, ସେ ସେମାନଙ୍କର କାହାକୁ ଅବଶିଷ୍ଟ ରଖିଲେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଥିରେ ଯେହୂ କହିଲେ, “ଏମାନଙ୍କୁ ଜିଅନ୍ତା ଧର।” ତହୁଁ ଲୋକମାନେ ସେମାନଙ୍କୁ ଜୀଅନ୍ତା ଧରି ମେଷଲୋମ ଚ୍ଛେଦନଗୃହର ଗର୍ତ୍ତ ନିକଟରେ ସେହି ବୟାଳିଶ ଜଣଙ୍କୁ ବଧ କଲେ, ସେ ସେମାନଙ୍କର କାହାକୁ ଅବଶିଷ୍ଟ ରଖିଲେ ନାହିଁ।

Viz kapitola kopírovat




2 ରାଜାବଳୀ 10:14

Následuj nás:

Reklamy


Reklamy