Online Bible

- Reklamy -




2 ରାଜାବଳୀ 10:15 - ପବିତ୍ର ବାଇବଲ

15 ଏହା ପରେ ଯେହୂ ସେଠାରୁ ପ୍ରସ୍ଥାନ କଲାବେଳେ ତାଙ୍କୁ ସାକ୍ଷାତ କରିବାକୁ ଆସୁଥିବା ରେଖବର ପୁତ୍ର ଯିହୋନାଦବଙ୍କୁ ଭେଟିଲେ। ସେ ଯିହୋନାଦବଙ୍କୁ ସ୍ୱାଗତ କରି ପଗ୍ଭରିଲେ, “ତୁମ୍ଭେ ମୋର ବିଶ୍ୱସ୍ତ ବନ୍ଧୁ କି, ମୁଁ ଯେପରି ତୁମ୍ଭ ପ୍ରତି ସରଳ ଓ ବିଶ୍ୱସ୍ତ?” ଯିହୋନାଦବ ଉତ୍ତର ଦେଲେ, “ହଁ, ମୁଁ ତୁମ୍ଭର ଜଣେ ବିଶ୍ୱସ୍ତ ବନ୍ଧୁ।” ତେଣୁ ଯେହୂ କହିଲେ, “ତେବେ ମୋତେ ତୁମ୍ଭ ହସ୍ତ ଦିଅ।” ଯେତେବେଳେ ସେ ହସ୍ତ ବଢ଼ାଇଲେ ଯେହୂ ତାଙ୍କୁ ଆପଣା ରଥ ଉପରକୁ ଟାଣି ଆଣିଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଏଥିଉତ୍ତାରୁ ସେ ସେଠାରୁ ପ୍ରସ୍ଥାନ କରନ୍ତେ, ଆପଣା ସମ୍ମୁଖରେ ଆଗମନକାରୀ ରେଖବର ପୁତ୍ର ଯିହୋନାଦବ୍କୁ ଭେଟିଲେ। ସେ ତାହାକୁ ମଙ୍ଗଳବାଦ କରି ପଚାରିଲେ, ଯେପରି ତୁମ୍ଭ ପ୍ରତି ମୋʼ ମନ ସରଳ, ସେପରି ତୁମ୍ଭ ମନ କି ମୋʼ ପ୍ରତି ଅଛି? ଏଥିରେ ଯିହୋନାଦବ୍ ଉତ୍ତର କଲା, ହଁ, ଅଛି। ତାହାହେଲେ ମୋତେ ତୁମ୍ଭ ହସ୍ତ ଦିଅ। ତହୁଁ ସେ ତାଙ୍କୁ ଆପଣା ହସ୍ତ ଦିଅନ୍ତେ, ଯେହୂ ତାହାକୁ ଆପଣା କତିକି ରଥ ଉପରକୁ ନେଲେ।

Viz kapitola kopírovat

ଓଡିଆ ବାଇବେଲ

15 ଏଥିଉତ୍ତାରେ ଯେହୂ ସେଠାରୁ ପ୍ରସ୍ଥାନ କରନ୍ତେ, ଆପଣା ସମ୍ମୁଖରେ ଆଗମନକାରୀ ରେଖବର ପୁତ୍ର ଯିହୋନାଦବ୍‍କୁ ଭେଟିଲେ। ସେ ତାହାକୁ ମଙ୍ଗଳବାଦ କରି ପଚାରିଲେ, “ଯେପରି ତୁମ୍ଭ ପ୍ରତି ମୋ’ ମନ ସରଳ, ସେପରି ତୁମ୍ଭ ମନ କି ମୋ’ ପ୍ରତି ଅଛି ?” ଏଥିରେ ଯିହୋନାଦବ୍‍ ଉତ୍ତର କଲା, “ହଁ, ଅଛି।” ତାହାହେଲେ ମୋତେ ତୁମ୍ଭ ହସ୍ତ ଦିଅ। ତହୁଁ ଯିହୋନାଦବ୍‍ ତାଙ୍କୁ ଆପଣା ହସ୍ତ ଦିଅନ୍ତେ, ଯେହୂ ତାହାକୁ ଆପଣା ନିକଟକୁ ରଥ ଉପରକୁ ନେଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଥିଉତ୍ତାରେ ଯେହୂ ସେଠାରୁ ପ୍ରସ୍ଥାନ କରନ୍ତେ, ଆପଣା ସମ୍ମୁଖରେ ଆଗମନକାରୀ ରେଖବର ପୁତ୍ର ଯିହୋନାଦବ୍‍କୁ ଭେଟିଲେ। ସେ ତାହାକୁ ମଙ୍ଗଳବାଦ କରି ପଚାରିଲେ, “ଯେପରି ତୁମ୍ଭ ପ୍ରତି ମୋʼ ମନ ସରଳ, ସେପରି ତୁମ୍ଭ ମନ କି ମୋʼ ପ୍ରତି ଅଛି?” ଏଥିରେ ଯିହୋନାଦବ୍‍ ଉତ୍ତର କଲା, “ହଁ, ଅଛି।” “ତାହାହେଲେ ମୋତେ ତୁମ୍ଭ ହସ୍ତ ଦିଅ।” ତହୁଁ ଯିହୋନାଦବ୍‍ ତାଙ୍କୁ ଆପଣା ହସ୍ତ ଦିଅନ୍ତେ, ଯେହୂ ତାହାକୁ ଆପଣା ନିକଟକୁ ରଥ ଉପରକୁ ନେଲେ।

Viz kapitola kopírovat




2 ରାଜାବଳୀ 10:15

Následuj nás:

Reklamy


Reklamy