Online Bible

- Reklamy -




2 ରାଜାବଳୀ 10:17 - ପବିତ୍ର ବାଇବଲ

17 ଯେହୂ ଶମରିୟାକୁ ଆସି ଆହାବଙ୍କ ଅବଶିଷ୍ଟ ବଂଶଧରଙ୍କୁ ବଧ କଲେ। ସଦାପ୍ରଭୁ ଏଲିୟଙ୍କୁ କହିବାନୁସାରେ ଯେହୂ ସେ ସମସ୍ତଙ୍କୁ ହତ୍ୟା କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ଏଉତ୍ତାରେ ଯେହୂ ଶମରୀୟାରେ ଉପସ୍ଥିତ ହୁଅନ୍ତେ, ସଦାପ୍ରଭୁ ଏଲୀୟଙ୍କୁ ଯାହା କହିଥିଲେ, ସେହି ବାକ୍ୟାନୁସାରେ ଯେହୂ ଆହାବଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଶମରୀୟାସ୍ଥିତ ତାଙ୍କର ଅବଶିଷ୍ଟ ସମସ୍ତଙ୍କୁ ବଧ କଲେ।

Viz kapitola kopírovat

ଓଡିଆ ବାଇବେଲ

17 ଏଥିଉତ୍ତାରେ ଯେହୂ ଶମରୀୟାରେ ଉପସ୍ଥିତ ହୁଅନ୍ତେ, ସଦାପ୍ରଭୁ ଏଲୀୟଙ୍କୁ ଯାହା କହିଥିଲେ, ସେହି ବାକ୍ୟାନୁସାରେ ଯେହୂ ଆହାବଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଶମରୀୟାସ୍ଥ ତାଙ୍କର ଅବଶିଷ୍ଟ ସମସ୍ତଙ୍କୁ ବଧ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଏଥିଉତ୍ତାରେ ଯେହୂ ଶମରୀୟାରେ ଉପସ୍ଥିତ ହୁଅନ୍ତେ, ସଦାପ୍ରଭୁ ଏଲୀୟଙ୍କୁ ଯାହା କହିଥିଲେ, ସେହି ବାକ୍ୟାନୁସାରେ ଯେହୂ ଆହାବଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଶମରୀୟାସ୍ଥ ତାଙ୍କର ଅବଶିଷ୍ଟ ସମସ୍ତଙ୍କୁ ବଧ କଲେ।

Viz kapitola kopírovat




2 ରାଜାବଳୀ 10:17

Následuj nás:

Reklamy


Reklamy