2 ରାଜାବଳୀ 10:18 - ପବିତ୍ର ବାଇବଲ18 ପୁଣି ଯେହୂ ସମସ୍ତଙ୍କୁ ଏକତ୍ର କରି ସେମାନଙ୍କୁ ଡାକି କହିଲେ, “ଆହାବ ବାଲ୍ର ଅଳ୍ପ ସେବା କଲା, ମାତ୍ର ଯେହୂ ତା'ର ବହୁତ ସେବା କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ପୁଣି ଯେହୂ ସମଗ୍ର ଲୋକଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, ଆହାବ ବାଲ୍ର ଅଳ୍ପ ସେବା କଲା, ମାତ୍ର ଯେହୂ ତାହାର ବହୁତ ସେବା କରିବ। Viz kapitolaଓଡିଆ ବାଇବେଲ18 ପୁଣି ଯେହୂ ସମଗ୍ର ଲୋକଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, “ଆହାବ ବାଲ୍ର ଅଳ୍ପ ସେବା କଲା, ମାତ୍ର ଯେହୂ ତାହାର ବହୁତ ସେବା କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି ଯେହୂ ସମଗ୍ର ଲୋକଙ୍କୁ ଏକତ୍ର କରି ସେମାନଙ୍କୁ କହିଲେ, “ଆହାବ ବାଲ୍ର ଅଳ୍ପ ସେବା କଲା, ମାତ୍ର ଯେହୂ ତାହାର ବହୁତ ସେବା କରିବ। Viz kapitola |