2 ରାଜାବଳୀ 10:19 - ପବିତ୍ର ବାଇବଲ19 ବର୍ତ୍ତମାନ ବାଲ୍ର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କୁ, ତା'ର ସମସ୍ତ ପୂଜକଙ୍କୁ ଓ ତା'ର ସମସ୍ତ ଯାଜକମାନଙ୍କୁ ମୋ’ ନିକଟକୁ ଡାକ। ଦେଖ ଯେକେହି ଅନୁପସ୍ଥିତ ନ ରହନ୍ତି, କାରଣ ବାଲ୍ ଉଦ୍ଦେଶ୍ୟରେ ମୋର ଏକ ବଡ଼ ବଳିଦାନ କରିବାର ଇଚ୍ଛା ଏବଂ ଆଉ ଯେଉଁ ଲୋକ ଅନୁପସ୍ଥିତ ରହିବ ନିଶ୍ଚୟ ହତ୍ୟା କରାଯିବ।” ଯେହୂ ସେମାନଙ୍କ ସହିତ ଛଳନା କଲେ, ତାଙ୍କର ପ୍ରକୃତ ଅଭିପ୍ରାୟ ଥିଲା ବାଲ୍ର ସମସ୍ତ ଯାଜକ ଓ ପୂଜକମାନଙ୍କୁ ହତ୍ୟା କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଏହେତୁ ଏବେ ବାଲ୍ର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କୁ ଓ ତାହାର ପୂଜକ ସମସ୍ତଙ୍କୁ ଓ ତାହାର ଯାଜକ ସମସ୍ତଙ୍କୁ ମୋʼ ନିକଟକୁ ଡାକ; କେହି ଅନୁପସ୍ଥିତ ନ ରହନ୍ତୁ; କାରଣ ବାଲ୍ ଉଦ୍ଦେଶ୍ୟରେ ମୋହର ଏକ ବଡ଼ ଯଜ୍ଞ କରିବାର ଅଛି; ଯେକେହି ଅନୁପସ୍ଥିତ ହେବ, ସେ ବଞ୍ଚିବ ନାହିଁ। ମାତ୍ର ଯେହୂ ବାଲ୍ର ପୂଜକମାନଙ୍କୁ ବିନାଶ କରିବା ଅଭିପ୍ରାୟରେ ଏହା ଛଳ ଭାବରେ କଲେ। Viz kapitolaଓଡିଆ ବାଇବେଲ19 ଏହେତୁ ଏବେ ବାଲ୍ର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କୁ ଓ ତାହାର ପୂଜକ ସମସ୍ତଙ୍କୁ ଓ ତାହାର ଯାଜକ ସମସ୍ତଙ୍କୁ ମୋ’ ନିକଟକୁ ଡାକ; କେହି ଅନୁପସ୍ଥିତ ନ ରହନ୍ତୁ; କାରଣ ବାଲ୍ ଉଦ୍ଦେଶ୍ୟରେ ମୋହର ଏକ ବଡ଼ ଯଜ୍ଞ କରିବାର ଅଛି; ଯେକେହି ଅନୁପସ୍ଥିତ ହେବ, ସେ ବଞ୍ଚିବ ନାହିଁ।” ମାତ୍ର ଯେହୂ ବାଲ୍ର ପୂଜକମାନଙ୍କୁ ବିନାଶ କରିବା ଅଭିପ୍ରାୟରେ ଏହା ଛଳ ଭାବରେ କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏହେତୁ ଏବେ ବାଲ୍ର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କୁ ଓ ତାହାର ପୂଜକ ସମସ୍ତଙ୍କୁ ଓ ତାହାର ଯାଜକ ସମସ୍ତଙ୍କୁ ମୋʼ ନିକଟକୁ ଡାକ; କେହି ଅନୁପସ୍ଥିତ ନ ରହନ୍ତୁ; କାରଣ ବାଲ୍ ଉଦ୍ଦେଶ୍ୟରେ ମୋହର ଏକ ବଡ଼ ଯଜ୍ଞ କରିବାର ଅଛି; ଯେକେହି ଅନୁପସ୍ଥିତ ହେବ, ସେ ବଞ୍ଚିବ ନାହିଁ।” ମାତ୍ର ଯେହୂ ବାଲ୍ର ପୂଜକମାନଙ୍କୁ ବିନାଶ କରିବା ଅଭିପ୍ରାୟରେ ଏହା ଛଳ ଭାବରେ କଲେ। Viz kapitola |