2 ରାଜାବଳୀ 10:21 - ପବିତ୍ର ବାଇବଲ21 ତା'ପରେ ଯେହୂ ଇସ୍ରାଏଲର ସମଗ୍ର ଅଞ୍ଚଳକୁ ବାର୍ତ୍ତା ପଠାଇଲେ। ବାଲ୍ର ସମସ୍ତ ପୂଜକ ଓ ଯାଜକ ଆସିଲେ ଓ କେହି ଜଣେ ହେଲେ ଅନୁପସ୍ଥିତ ରହିଲେ ନାହିଁ। ସମସ୍ତ ବାଲ୍ର ପୂଜକ ବାଲ୍ ମନ୍ଦିରରେ ପହଞ୍ଚିଲେ ଓ ମନ୍ଦିରଟି ଲୋକରେ ପରିପୂର୍ଣ୍ଣ ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)21 ପୁଣି ଯେହୂ ସମଗ୍ର ଇସ୍ରାଏଲ ମଧ୍ୟକୁ ଲୋକ ପଠାଇଲେ; ତହିଁରେ ବାଲ୍ର ପୂଜକ ସମସ୍ତେ ଆସିଲେ, ଯେ ନ ଆସିଲା, ଏପରି ଜଣେ ଅବଶିଷ୍ଟ ରହିଲା ନାହିଁ। ଆଉ ଲୋକମାନେ ବାଲ୍ର ମନ୍ଦିରକୁ ଆସନ୍ତେ, ବାଲ୍ର ମନ୍ଦିରର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ପୂର୍ଣ୍ଣ ହେଲା। Viz kapitolaଓଡିଆ ବାଇବେଲ21 ପୁଣି ଯେହୂ ସମଗ୍ର ଇସ୍ରାଏଲ ମଧ୍ୟକୁ ଲୋକ ପଠାଇଲେ; ତହିଁରେ ବାଲ୍ର ପୂଜକ ସମସ୍ତେ ଆସିଲେ, ଯେ ନ ଆସିଲା, ଏପରି ଜଣେ ଅବଶିଷ୍ଟ ରହିଲା ନାହିଁ। ଆଉ ଲୋକମାନେ ବାଲ୍ର ମନ୍ଦିରକୁ ଆସନ୍ତେ, ବାଲ୍ର ମନ୍ଦିରର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ପୂର୍ଣ୍ଣ ହେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ପୁଣି ଯେହୂ ସମଗ୍ର ଇସ୍ରାଏଲ ମଧ୍ୟକୁ ଲୋକ ପଠାଇଲେ; ତହିଁରେ ବାଲ୍ର ପୂଜକ ସମସ୍ତେ ଆସିଲେ, ଯେ ନ ଆସିଲା, ଏପରି ଜଣେ ଅବଶିଷ୍ଟ ରହିଲା ନାହିଁ। ଆଉ ଲୋକମାନେ ବାଲ୍ର ମନ୍ଦିରକୁ ଆସନ୍ତେ, ବାଲ୍ର ମନ୍ଦିରର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ପୂର୍ଣ୍ଣ ହେଲା। Viz kapitola |