2 ରାଜାବଳୀ 10:22 - ପବିତ୍ର ବାଇବଲ22 ଯେହୂ ବସ୍ତ୍ରାଗାରର ଅଧ୍ୟକ୍ଷକୁ ଆଦେଶ ଦେଲେ, “ସମସ୍ତ ବାଲ୍ର ପୂଜକଙ୍କ ପାଇଁ ବସ୍ତ୍ର ବାହାର କରି ଦିଅ।” ତେଣୁ ସେ ବସ୍ତ୍ର ବାହାର କରି ଆଣିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)22 ତେବେ ସେ ବସ୍ତ୍ରାଗାରର ଅଧ୍ୟକ୍ଷକୁ କହିଲେ, ବାଲ୍ର ସମସ୍ତ ପୂଜାକାରୀଙ୍କ ନିମନ୍ତେ ବସ୍ତ୍ର ବାହାର କରି ଆଣ। ଏଥିରେ ସେ ବସ୍ତ୍ର ବାହାର କରି ଆଣିଲା। Viz kapitolaଓଡିଆ ବାଇବେଲ22 ତେବେ ସେ ବସ୍ତ୍ରାଗାରର ଅଧ୍ୟକ୍ଷକୁ କହିଲେ, “ବାଲ୍ର ସମସ୍ତ ପୂଜକଙ୍କ ନିମନ୍ତେ ବସ୍ତ୍ର ବାହାର କରି ଆଣ।” ଏଥିରେ ସେ ବସ୍ତ୍ର ବାହାର କରି ଆଣିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ତେବେ ସେ ବସ୍ତ୍ରାଗାରର ଅଧ୍ୟକ୍ଷଙ୍କୁ କହିଲେ, “ବାଲ୍ର ସମସ୍ତ ପୂଜକଙ୍କ ନିମନ୍ତେ ବସ୍ତ୍ର ବାହାର କରି ଆଣ।” ଏଥିରେ ସେ ବସ୍ତ୍ର ବାହାର କରି ଆଣିଲା। Viz kapitola |