2 ରାଜାବଳୀ 10:23 - ପବିତ୍ର ବାଇବଲ23 ତା'ପରେ ଯେହୂ ଓ ରେଖବର ପୁତ୍ର ଯିହୋନାଦବ ବାଲ୍ ମନ୍ଦିରକୁ ଗଲେ। ଯେହୂ ବାଲ୍ ମନ୍ଦିରର ଉପାସକମାନଙ୍କୁ କହିଲେ, “ଚତୁର୍ପାର୍ଶ୍ୱକୁ ଦେଖ! ଏଠାରେ ବାଲ୍ ପୂଜାରୀମାନଙ୍କ ଛଡ଼ା ଯେପରି ଆଉ କେହି ନ ଥାଏ। ଏଥିପାଇଁ ଖୋଜି ନିଶ୍ଚିତ ହୁଅ ଯେ, ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ ଦାସ ଏଠାରେ ନାହାନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)23 ତହିଁରେ ଯେହୂ ଓ ରେଖବର ପୁତ୍ର ଯିହୋନାଦବ୍ ବାଲ୍-ମନ୍ଦିରକୁ ଗଲେ; ଆଉ ସେ ବାଲ୍ର ପୂଜକମାନଙ୍କୁ କହିଲେ, ଏଠାରେ ତୁମ୍ଭମାନଙ୍କ ମଧ୍ୟରେ ବାଲ୍ର ପୂଜକମାନଙ୍କ ଛଡ଼ା ସଦାପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ କେହି ଯେପରି ନ ଥାଏ, ଏଥିପାଇଁ ଖୋଜି ଦେଖ। Viz kapitolaଓଡିଆ ବାଇବେଲ23 ତହିଁରେ ଯେହୂ ଓ ରେଖବର ପୁତ୍ର ଯିହୋନାଦବ୍ ବାଲ୍ ମନ୍ଦିରକୁ ଗଲେ; ଆଉ ସେ ବାଲ୍ର ପୂଜକମାନଙ୍କୁ କହିଲେ, “ଏଠାରେ ତୁମ୍ଭମାନଙ୍କ ମଧ୍ୟରେ ବାଲ୍ର ପୂଜକମାନଙ୍କ ବ୍ୟତୀତ ସଦାପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ କେହି ଯେପରି ନ ଥାଏ, ଏଥିପାଇଁ ଖୋଜି ଦେଖ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ତହିଁରେ ଯେହୂ ଓ ରେଖବର ପୁତ୍ର ଯିହୋନାଦବ୍ ବାଲ୍ ମନ୍ଦିରକୁ ଗଲେ; ଆଉ ସେ ବାଲ୍ର ପୂଜକମାନଙ୍କୁ କହିଲେ, “ଏଠାରେ ତୁମ୍ଭମାନଙ୍କ ମଧ୍ୟରେ ବାଲ୍ର ପୂଜକମାନଙ୍କ ବ୍ୟତୀତ ସଦାପ୍ରଭୁଙ୍କ ଦାସମାନଙ୍କ ମଧ୍ୟରୁ କେହି ଯେପରି ନ ଥାଏ, ଏଥିପାଇଁ ଖୋଜି ଦେଖ।” Viz kapitola |