Online Bible

- Reklamy -




2 ରାଜାବଳୀ 10:24 - ପବିତ୍ର ବାଇବଲ

24 ଏହା ପରେ ବା‌ଲ୍‌‌‌ର ପୂଜକମାନେ ବଳିଦାନ ଓ ହୋମବଳି କରିବାକୁ ଭିତରକୁ ଗଲେ। ଯେହୂ ନିଜର ଅଶୀ ଜଣଙ୍କୁ ବାହାରେ ନିଯୁକ୍ତ କରିଥିଲେ। ସେ ସେମାନଙ୍କୁ କହିଲେ, “ଏହି ଲୋକମାନଙ୍କ ମଧ୍ୟରୁ ଯେପରି ଜଣେ କେହି ପଳାଇ ନ ଯାଆନ୍ତି। ଯଦି ଜଣେ କେହି ପଳାଇ ଯାଏ, ଯେଉଁ ଲୋକ ତାକୁ ଛାଡ଼ି ଦେଇ ଥିବ, ସେ ତା'ର ଜୀବନ ତା'ର ବଦଳରେ ଦେବ।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ଏଉତ୍ତାରେ ସେମାନେ ବଳିଦାନ ଓ ହୋମ କରିବାକୁ ଭିତରକୁ ଗଲେ। ଯେହୂ ଆପଣାର ଅଶୀ ଜଣକୁ ବାହାରେ ନିଯୁକ୍ତ କରି କହିଥିଲେ, ମୁଁ ଯେଉଁ ଲୋକମାନଙ୍କୁ ତୁମ୍ଭମାନଙ୍କର ହସ୍ତଗତ କରାଇବି, ସେମାନଙ୍କ ମଧ୍ୟରୁ କେହି ଯେବେ ପଳାଏ, ତେବେ ଯେ ତାହାକୁ ଛାଡ଼ି ଦିଏ, ତାହାର ପ୍ରାଣ ସେ ଲୋକର ପ୍ରାଣ ବଦଳ ହେବ।

Viz kapitola kopírovat

ଓଡିଆ ବାଇବେଲ

24 ଏଥିଉତ୍ତାରେ ସେମାନେ ବଳିଦାନ ଓ ହୋମ କରିବାକୁ ଭିତରକୁ ଗଲେ। ଯେହୂ ଆପଣାର ଅଶୀ ଜଣକୁ ବାହାରେ ନିଯୁକ୍ତ କରି କହିଥିଲେ, “ମୁଁ ଯେଉଁ ଲୋକମାନଙ୍କୁ ତୁମ୍ଭମାନଙ୍କର ହସ୍ତଗତ କରାଇବି, ସେମାନଙ୍କ ମଧ୍ୟରୁ କେହି ଯେବେ ପଳାଏ, ତେବେ ଯେ ତାହାକୁ ଛାଡ଼ି ଦିଏ, ତାହାର ପ୍ରାଣ ସେ ଲୋକର ପ୍ରାଣର ବଦଳ ହେବ।”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏଥିଉତ୍ତାରେ ସେମାନେ ବଳିଦାନ ଓ ହୋମ କରିବାକୁ ଭିତରକୁ ଗଲେ। ଯେହୂ ଆପଣାର ଅଶୀ ଜଣକୁ ବାହାରେ ନିଯୁକ୍ତ କରି କହିଥିଲେ, “ମୁଁ ଯେଉଁ ଲୋକମାନଙ୍କୁ ତୁମ୍ଭମାନଙ୍କର ହସ୍ତଗତ କରାଇବି, ସେମାନଙ୍କ ମଧ୍ୟରୁ କେହି ଯେବେ ପଳାଏ, ତେବେ ଯେ ତାହାକୁ ଛାଡ଼ିଦିଏ, ତାହାର ପ୍ରାଣ ସେ ଲୋକର ପ୍ରାଣର ବଦଳ ହେବ।”

Viz kapitola kopírovat




2 ରାଜାବଳୀ 10:24

Následuj nás:

Reklamy


Reklamy