2 ରାଜାବଳୀ 10:25 - ପବିତ୍ର ବାଇବଲ25 ଯେହୂ ନୈବେଦ୍ୟ ହୋମବଳି ଉତ୍ସର୍ଗ କରିବାର ସମାପ୍ତି ପରେ, ପ୍ରହରୀ ଓ ସେନାପତିମାନଙ୍କୁ କହିଲେ, “ଭିତରକୁ ଯାଅ ଓ ସମସ୍ତ ବାଲ୍ ପୂଜାରୀଙ୍କୁ ହତ୍ୟା କର। କାହାରିକୁ ମନ୍ଦିର ବାହାରକୁ ଆସିବାକୁ ଦିଅ ନାହିଁ।” ତେଣୁ ସେମାନେ ଖଡ଼୍ଗ ଦ୍ୱାରା ସେମାନଙ୍କୁ ବଧ କଲେ। ଆଉ ପ୍ରହରୀ ଓ ସେନାପତିମାନେ ସେମାନଙ୍କ ଶରୀରକୁ ବାହାରେ ପକାଇ ଦେଲେ ଓ ବାଲ୍ ମନ୍ଦିରର ଗୃହକୁ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)25 ଅନନ୍ତର ସେ ହୋମବଳି ଉତ୍ସର୍ଗ ଶେଷ କରିବାକ୍ଷଣେ ଯେହୂ ପ୍ରହରୀ ଓ ସେନାପତିମାନଙ୍କୁ କହିଲେ, ଭିତରକୁ ଯାଅ, ସେମାନଙ୍କୁ ବଧ କର; କାହାକୁ ବାହାରକୁ ଆସିବାକୁ ନ ଦିଅ। ତହୁଁ ସେମାନେ ଖଡ଼୍ଗଧାରରେ ସେମାନଙ୍କୁ ବଧ କଲେ; ଆଉ ପ୍ରହରୀ ଓ ସେନାପତିମାନେ ସେମାନଙ୍କୁ ବାହାରେ ପକାଇଦେଇ ବାଲ୍-ମନ୍ଦିରର ଗୃହକୁ ଗଲେ। Viz kapitolaଓଡିଆ ବାଇବେଲ25 ଏଥିଉତ୍ତାରେ ଯେହୂ ହୋମବଳି ଉତ୍ସର୍ଗ ଶେଷ କରିବାକ୍ଷଣେ, ସେ ପ୍ରହରୀ ଓ ସେନାପତିମାନଙ୍କୁ କହିଲେ, “ଭିତରକୁ ଯାଅ, ସେମାନଙ୍କୁ ବଧ କର; କାହାକୁ ବାହାରକୁ ଆସିବାକୁ ଦିଅ ନାହିଁ।” ତହୁଁ ସେମାନେ ଖଡ୍ଗଧାରରେ ସେମାନଙ୍କୁ ବଧ କଲେ; ଆଉ ପ୍ରହରୀ ଓ ସେନାପତିମାନେ ସେମାନଙ୍କୁ ବାହାରେ ପକାଇଦେଇ ବାଲ୍ ମନ୍ଦିରର ଗୃହକୁ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ଏଥିଉତ୍ତାରେ ଯେହୂ ହୋମବଳି ଉତ୍ସର୍ଗ ଶେଷ କରିବା କ୍ଷଣେ, ସେ ପ୍ରହରୀ ଓ ସେନାପତିମାନଙ୍କୁ କହିଲେ, “ଭିତରକୁ ଯାଅ, ସେମାନଙ୍କୁ ବଧ କର; କାହାକୁ ବାହାରକୁ ଆସିବାକୁ ଦିଅ ନାହିଁ।” ତହୁଁ ସେମାନେ ଖଡ୍ଗଧାରରେ ସେମାନଙ୍କୁ ବଧ କଲେ; ଆଉ ପ୍ରହରୀ ଓ ସେନାପତିମାନେ ସେମାନଙ୍କୁ ବାହାରେ ପକାଇଦେଇ ବାଲ୍ ମନ୍ଦିରର ଗୃହକୁ ଗଲେ। Viz kapitola |