2 ରାଜାବଳୀ 10:29 - ପବିତ୍ର ବାଇବଲ29 ନବାଟଙ୍କ ପୁତ୍ର ଯାରବିୟାମଙ୍କର ପାପକୁ ଯେହୂ ସମ୍ପୂର୍ଣ୍ଣ ରୂପେ ପରିତ୍ୟାଗ କଲେ ନାହିଁ, ଯିଏ ଇସ୍ରାଏଲର ପାପ କରିବାର କାରଣ ହୋଇଥିଲା। ଯେହୂ ମଧ୍ୟ ବୈଥେଲ୍ ଓ ଦାନ୍ରେ ଥିବା ସୂବର୍ଣ୍ଣ ବାଛୁରି ଧ୍ୱଂସ କରି ପାରିଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)29 ତଥାପି ବୈଥେଲ ଓ ଦାନ୍ରେ ଥିବା ଯେଉଁ ସୁବର୍ଣ୍ଣ ଗୋବତ୍ସ ଦ୍ଵାରା ନବାଟର ପୁତ୍ର ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ଯେହୂ ତାଙ୍କର ସେହି ପାପାନୁଗମନ ତ୍ୟାଗ କଲେ ନାହିଁ। Viz kapitolaଓଡିଆ ବାଇବେଲ29 ତଥାପି ବେଥେଲ୍ ଓ ଦାନ୍ରେ ଥିବା ଯେଉଁ ସୁବର୍ଣ୍ଣ ଗୋବତ୍ସ ଦ୍ୱାରା ନବାଟର ପୁତ୍ର ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ଯେହୂ ତାଙ୍କର ସେହି ପାପାନୁଗମନ ତ୍ୟାଗ କଲେ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT29 ତଥାପି ବେଥେଲ୍ ଓ ଦାନ୍ରେ ଥିବା ଯେଉଁ ସୁବର୍ଣ୍ଣ ଗୋବତ୍ସ ଦ୍ୱାରା ନବାଟର ପୁତ୍ର ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ଯେହୂ ତାଙ୍କର ସେହି ପାପାନୁଗମନ ତ୍ୟାଗ କଲେ ନାହିଁ। Viz kapitola |