2 ରାଜାବଳୀ 10:7 - ପବିତ୍ର ବାଇବଲ7 ଯେତେବେଳେ ନେତୃବର୍ଗ ଏବଂ ପ୍ରାଚୀନବର୍ଗମାନେ ଏହି ଚିଠି ପାଇଲେ, ସେମାନେ ସେହି ସତୁରି ରାଜାଙ୍କର ପୁତ୍ରମାନଙ୍କୁ ନେଇ ବଧ କଲେ, ସେମାନେ ସେହି କଟାମୁଣ୍ତକୁ ଡାଲାରେ ରଖି ଯିଷ୍ରିୟେଲକୁ ଯେହୂଙ୍କ ନିକଟକୁ ପଠାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଅନନ୍ତର ସେମାନଙ୍କ ନିକଟରେ ପତ୍ର ଉପସ୍ଥିତ ହୁଅନ୍ତେ, ସେମାନେ ସେହି ସତୁରି ଜଣ ରାଜପୁତ୍ରଙ୍କୁ ନେଇ ବଧ କଲେ ଓ ସେମାନଙ୍କର ମସ୍ତକ ଡାଲାରେ ରଖି ଯିଷ୍ରିୟେଲକୁ ତାଙ୍କ କତିକି ପଠାଇଲେ। Viz kapitolaଓଡିଆ ବାଇବେଲ7 ଏଥିଉତ୍ତାରେ ସେମାନଙ୍କ ନିକଟରେ ପତ୍ର ଉପସ୍ଥିତ ହୁଅନ୍ତେ, ସେମାନେ ସେହି ସତୁରି ଜଣ ରାଜପୁତ୍ରଙ୍କୁ ନେଇ ବଧ କଲେ ଓ ସେମାନଙ୍କର ମସ୍ତକ ଟୋକେଇରେ ରଖି ଯିଷ୍ରିୟେଲକୁ ଯେହୂଙ୍କ ନିକଟକୁ ପଠାଇଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏଥିଉତ୍ତାରେ ସେମାନଙ୍କ ନିକଟରେ ପତ୍ର ଉପସ୍ଥିତ ହୁଅନ୍ତେ, ସେମାନେ ସେହି ସତୁରି ଜଣ ରାଜପୁତ୍ରଙ୍କୁ ନେଇ ବଧ କଲେ ଓ ସେମାନଙ୍କର ମସ୍ତକ ଟୋକେଇରେ ରଖି ଯିଷ୍ରିୟେଲକୁ ଯେହୂଙ୍କ ନିକଟକୁ ପଠାଇଲେ। Viz kapitola |