Online Bible

- Reklamy -




2 ରାଜାବଳୀ 11:1 - ପବିତ୍ର ବାଇବଲ

1 ଅନନ୍ତର ଅହସିୟଙ୍କର ମାତା ଅଥଲିୟା ନିଜ ପୁତ୍ରର ମୃତ୍ୟୁ ଦେଖି, ସମସ୍ତ ରାଜବଂଶକୁ ବିନାଶ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ଏଥି ମଧ୍ୟରେ ଅହସୀୟଙ୍କର ମାତା ଅଥଲୀୟା ଆପଣା ପୁତ୍ରକୁ ମୃତ ଦେଖନ୍ତେ, ସେ ଉଠି ସମସ୍ତ ରାଜବଂଶ ବିନାଶ କଲା।

Viz kapitola kopírovat

ଓଡିଆ ବାଇବେଲ

1 ଏଥି ମଧ୍ୟରେ ଅହସୀୟଙ୍କର ମାତା ଅଥଲୀୟା ଆପଣା ପୁତ୍ରକୁ ମୃତ ଦେଖନ୍ତେ, ସେ ଉଠି ସମସ୍ତ ରାଜବଂଶ ବିନାଶ କଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିମଧ୍ୟରେ ଅହସୀୟଙ୍କର ମାତା ଅଥଲୀୟା ଆପଣା ପୁତ୍ରକୁ ମୃତ ଦେଖନ୍ତେ, ସେ ଉଠି ସମସ୍ତ ରାଜବଂଶ ବିନାଶ କଲା।

Viz kapitola kopírovat




2 ରାଜାବଳୀ 11:1

Následuj nás:

Reklamy


Reklamy