2 ରାଜାବଳୀ 11:10 - ପବିତ୍ର ବାଇବଲ10 ଦାଉଦ ରାଜା ଯେଉଁସବୁ ବର୍ଚ୍ଛା ଓ ଢାଲ ସଦାପ୍ରଭୁଙ୍କ ମନ୍ଦିରରେ ରଖିଥିଲେ, ଯାଜକ ସେସବୁ କାଢ଼ି ସେମାନଙ୍କୁ ଦେଇ ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ତହିଁରେ ଦାଉଦ-ରାଜାଙ୍କର ଯେ ଯେ ବର୍ଚ୍ଛା ଓ ଢାଲ ସଦାପ୍ରଭୁଙ୍କ ଗୃହରେ ଥିଲା, ତାହାସବୁ ଯାଜକ ସେହି ଶତପତିମାନଙ୍କୁ ଦେଲା। Viz kapitolaଓଡିଆ ବାଇବେଲ10 ତହିଁରେ ଦାଉଦ ରାଜାଙ୍କର ଯେ ଯେ ବର୍ଚ୍ଛା ଓ ଢାଲ ସଦାପ୍ରଭୁଙ୍କ ଗୃହରେ ଥିଲା, ତାହାସବୁ ଯାଜକ ସେହି ଶତପତିମାନଙ୍କୁ ଦେଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହିଁରେ ଦାଉଦ ରାଜାଙ୍କର ଯେ ଯେ ବର୍ଚ୍ଛା ଓ ଢାଲ ସଦାପ୍ରଭୁଙ୍କ ଗୃହରେ ଥିଲା, ତାହାସବୁ ଯାଜକ ସେହି ଶତପତିମାନଙ୍କୁ ଦେଲା। Viz kapitola |