2 ରାଜାବଳୀ 11:11 - ପବିତ୍ର ବାଇବଲ11 ଏହି ପ୍ରହରୀମାନେ ସଦାପ୍ରଭୁଙ୍କ ମନ୍ଦିରର ଦକ୍ଷିଣ ପାର୍ଶ୍ୱରୁ ବାମପାର୍ଶ୍ୱ ପର୍ଯ୍ୟନ୍ତ ଯଜ୍ଞବେଦି ଓ ରାଜାଙ୍କ ଚତୁର୍ପାର୍ଶ୍ୱରେ ହସ୍ତରେ ଅସ୍ତ୍ର ଧରି ଠିଆ ହୋଇ ରହିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ତହୁଁ ଗୃହର ଦକ୍ଷିଣ ପାର୍ଶ୍ଵରୁ ବାମ ପାର୍ଶ୍ଵ ପର୍ଯ୍ୟନ୍ତ ଯଜ୍ଞବେଦି ଓ ଗୃହ ନିକଟରେ ପ୍ରହରୀବର୍ଗର ପ୍ରତ୍ୟେକ ଲୋକ ହସ୍ତରେ ଆପଣା ଆପଣା ଅସ୍ତ୍ର ଧରି ରାଜାଙ୍କର ଚତୁର୍ଦ୍ଦିଗରେ ଠିଆ ହେଲେ। Viz kapitolaଓଡିଆ ବାଇବେଲ11 ତହୁଁ ଗୃହର ଦକ୍ଷିଣ ପାର୍ଶ୍ଵରୁ ବାମ ପାର୍ଶ୍ୱ ପର୍ଯ୍ୟନ୍ତ ଯଜ୍ଞବେଦି ଓ ଗୃହ ନିକଟରେ ପ୍ରହରୀବର୍ଗର ପ୍ରତ୍ୟେକ ଲୋକ ହସ୍ତରେ ଆପଣା ଆପଣା ଅସ୍ତ୍ର ଧରି ରାଜାଙ୍କର ଚତୁର୍ଦ୍ଦିଗରେ ଠିଆ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହୁଁ ଗୃହର ଦକ୍ଷିଣ ପାର୍ଶ୍ୱରୁ ବାମ ପାର୍ଶ୍ୱ ପର୍ଯ୍ୟନ୍ତ ଯଜ୍ଞବେଦି ଓ ଗୃହ ନିକଟରେ ପ୍ରହରୀବର୍ଗର ପ୍ରତ୍ୟେକ ଲୋକ ହସ୍ତରେ ଆପଣା ଆପଣା ଅସ୍ତ୍ର ଧରି ରାଜାଙ୍କର ଚତୁର୍ଦ୍ଦିଗରେ ଠିଆ ହେଲେ। Viz kapitola |