2 ରାଜାବଳୀ 11:13 - ପବିତ୍ର ବାଇବଲ13 ଏଥିରେ ଅଥଲିୟା ପ୍ରହରୀବର୍ଗର ଓ ଲୋକମାନଙ୍କର କୋଳାହଳ ଶୁଣି ସଦାପ୍ରଭୁଙ୍କ ମନ୍ଦିରର ଲୋକମାନଙ୍କ ନିକଟକୁ ଆସିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)13 ଏଥିରେ ଅଥଲୀୟା ପ୍ରହରୀବର୍ଗର ଓ ଲୋକମାନଙ୍କର କୋଳାହଳ ଶୁଣି ସଦାପ୍ରଭୁଙ୍କ ଗୃହକୁ ଲୋକମାନଙ୍କ କତିକି ଆସିଲା। Viz kapitolaଓଡିଆ ବାଇବେଲ13 ଏଥିରେ ଅଥଲୀୟା ପ୍ରହରୀବର୍ଗର ଓ ଲୋକମାନଙ୍କର କୋଳାହଳ ଶୁଣି ସଦାପ୍ରଭୁଙ୍କ ଗୃହକୁ ଲୋକମାନଙ୍କ ନିକଟକୁ ଆସିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଥିରେ ଅଥଲୀୟା ପ୍ରହରୀବର୍ଗର ଓ ଲୋକମାନଙ୍କର କୋଳାହଳ ଶୁଣି ସଦାପ୍ରଭୁଙ୍କ ଗୃହକୁ ଲୋକମାନଙ୍କ ନିକଟକୁ ଆସିଲା। Viz kapitola |