2 ରାଜାବଳୀ 11:14 - ପବିତ୍ର ବାଇବଲ14 ଅଥଲିୟା ଦେଖିଲେ ରାଜା ବିଧି ଅନୁସାରେ ଯେଉଁଠି ଛିଡ଼ା ହେବା କଥା ସେଇଠି ଛିଡ଼ା ହୋଇଛନ୍ତି। ରାଜାଙ୍କ ନିକଟରେ ସେନାପତିମାନେ ଥିଲେ, ଲୋକମାନେ ତୂରୀ ବଜାଉଥିଲେ। ଦେଶର ସମସ୍ତ ଲୋକ ଆନନ୍ଦ କରୁଥିଲେ। ଏଥିରେ ଅଥଲିୟା ନିଜର ବସ୍ତ୍ର ଚିରି “ରାଜଦ୍ରୋହ! ରାଜଦ୍ରୋହ!” ବୋଲି ଚିତ୍କାର କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)14 ପୁଣି ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ବିଧି ଅନୁସାରେ ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଓ ତୂରୀବାଦକମାନେ ଅଛନ୍ତି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି ରାଜଦ୍ରୋହ ରାଜଦ୍ରୋହ ବୋଲି ଡାକ ପକାଇଲା। Viz kapitolaଓଡିଆ ବାଇବେଲ14 ପୁଣି ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ବିଧି ଅନୁସାରେ ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଓ ତୂରୀବାଦକମାନେ ଅଛନ୍ତି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି “ରାଜଦ୍ରୋହ ରାଜଦ୍ରୋହ !” ବୋଲି ଡାକ ପକାଇଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ପୁଣି ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ବିଧି ଅନୁସାରେ ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଓ ତୂରୀବାଦକମାନେ ଅଛନ୍ତି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି “ରାଜଦ୍ରୋହ ରାଜଦ୍ରୋହ!” ବୋଲି ଡାକ ପକାଇଲା। Viz kapitola |