2 ରାଜାବଳୀ 11:15 - ପବିତ୍ର ବାଇବଲ15 ଏଥିରେ ଯାଜକ ଯିହୋୟାଦା ସୈନ୍ୟମାନଙ୍କର ଅଧ୍ୟକ୍ଷମାନଙ୍କୁ ଆଦେଶ ଦେଲେ, “ଅଥଲିୟାକୁ ମନ୍ଦିର ବାହାରକୁ ନେଇଯାଅ। ଯିଏ ତା'ର ପଶ୍ଚାତ ଧାବନ କରୁଛି, ନିଶ୍ଚୟ ହତ୍ୟା କରାଯିବ। ତାକୁ କିମ୍ବା ତା'ର ଅନୁସରଣକାରୀମାନଙ୍କୁ ମନ୍ଦିର ଭିତରେ ହତ୍ୟା କର ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)15 ଏଥିରେ ଯିହୋୟାଦା ଯାଜକ ସୈନ୍ୟ ଉପରେ ନିଯୁକ୍ତ ଶତପତିମାନଙ୍କୁ ଆଜ୍ଞା ଦେଇ କହିଲା, ସୈନ୍ୟଶ୍ରେଣୀର ମଧ୍ୟଦେଇ ଏହାକୁ ବାହାରକୁ ନେଇ ଯାଅ ଓ ଯେ ତାହାର ପଶ୍ଚାତ୍ଗାମୀ ହୁଏ, ତାହାକୁ ଖଡ଼୍ଗରେ ବଧ କର; କାରଣ ଯାଜକ କହିଲା, ସେ ସଦାପ୍ରଭୁଙ୍କ ଗୃହ ଭିତରେ ହତ ନ ହେଉ। Viz kapitolaଓଡିଆ ବାଇବେଲ15 ଏଥିରେ ଯିହୋୟାଦା ଯାଜକ ସୈନ୍ୟ ଉପରେ ନିଯୁକ୍ତ ଶତପତିମାନଙ୍କୁ ଆଜ୍ଞା ଦେଇ କହିଲା, “ସୈନ୍ୟଶ୍ରେଣୀର ମଧ୍ୟଦେଇ ଏହାକୁ ବାହାରକୁ ନେଇ ଯାଅ ଓ ଯେ ତାହାର ପଶ୍ଚାଦ୍ଗାମୀ ହୁଏ, ତାହାକୁ ଖଡ୍ଗରେ ବଧ କର।” କାରଣ ଯାଜକ କହିଲା, “ସେ ସଦାପ୍ରଭୁଙ୍କ ଗୃହ ଭିତରେ ହତ ନ ହେଉ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଥିରେ ଯିହୋୟାଦା ଯାଜକ ସୈନ୍ୟ ଉପରେ ନିଯୁକ୍ତ ଶତପତିମାନଙ୍କୁ ଆଜ୍ଞା ଦେଇ କହିଲା, “ସୈନ୍ୟଶ୍ରେଣୀର ମଧ୍ୟଦେଇ ଏହାକୁ ବାହାରକୁ ନେଇଯାଅ ଓ ଯେ ତାହାର ପଶ୍ଚାଦ୍ଗାମୀ ହୁଏ, ତାହାକୁ ଖଡ୍ଗରେ ବଧ କର।” କାରଣ ଯାଜକ କହିଲା, “ସେ ସଦାପ୍ରଭୁଙ୍କ ଗୃହ ଭିତରେ ହତ ନ ହେଉ।” Viz kapitola |